ରାଜ୍ୟ

ଦୁଇ ଦିନ ବିରତି ପରେ ଆଜି ସରଗରମ ହେବ ବିଧାନସଭା, ଆଗତ ହେବ ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ

ଭୁବନେଶ୍ୱର (କେନ୍ୟୁଜ): ଦୁଇ ଦିନ ପରେ ଆଜି ପୁଣି ସରଗରମ ହୋଇପାରେ ବିଧାନସଭା ମୌସୁମୀ ଅଧିବେଶନ। ଆଜି ଗୃହରେ ଆଗତ ହେବ ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍। ଗୃହରେ ଏହା ଉପରେ ଆଲୋଚନା ହେବା ସହ ବିଧେୟକ ଆଗତ କରାଯିବ। ପୂର୍ବରୁ ୨୮ ହଜାର କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଆଗତ କରିଥିଲେ। ଆଜି ପ୍ରଶ୍ନକାଳରେ ପଞ୍ଚାୟତରାଜ, ଗ୍ରାମ୍ୟ ଉନ୍ନୟନ, ଗୃହ ନିର୍ମାଣ ନଗର ଉନ୍ନୟନ, ଜଙ୍ଗଲ ପରିବେଶ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ସୂଚନା ଓ ଲୋକସମ୍ପର୍କ ବିଭାଗ ରହିଛି।

ସେହିପରି ଆଜି ଗୃହରେ CAG ରିପୋର୍ଟ ଉପସ୍ଥାପିତ ହେବ। ଅନ୍ୟପଟେ ଆସନ୍ତାକାଲି ବିଧାନସଭା ମୌସୁମୀ ଅଧିବେଶନ ଶେଷ ହେବାକୁ ଥିବାବେଳେ ଆଜି ଗୃହ ପୁଣି ଥରେ କମ୍ପିବ ନା ସ୍ବାଭାବିକ ହେବ ତା ଉପରେ ସମସ୍ତଙ୍କ ନଜର ରହିଛି।

Barsha

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

4 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

5 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

46 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

1 hour ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

1 hour ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

1 hour ago