ସ୍ବାସ୍ଥ୍ୟ ମନ୍ତ୍ରୀ ନବଦାସଙ୍କ ଗୁଳିମାଡ଼ ଘଟଣାକୁ ନିନ୍ଦା କରିବା ସହ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର(କେନ୍ୟୁଜ୍): ସ୍ବାସ୍ଥ୍ୟ ମନ୍ତ୍ରୀ ନବଦାସଙ୍କ ଗୁଳିମାଡ଼ ଘଟଣାକୁ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।  ଏହା ସହ ତଦନ୍ତ ପାଇଁ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ । କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । କ୍ରାଇମବ୍ରାଞ୍ଚ ବରିଷ୍ଠ ଅଧିକାରୀଙ୍କୁ ଘଟଣାସ୍ଥଳକୁ ଯିବା ପାଇଁ ନିର୍ଦ୍ଦେଶ ରହିଛି । ଗୁଳିମାଡ଼ ଘଟଣାକୁ ମୁଖ୍ୟମନ୍ତ୍ରୀ ଦୃଢ଼ ନିନ୍ଦା କରିଛନ୍ତି । ଏଥିସହ ମନ୍ତ୍ରୀ ନବ ଦାସଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.