Below header

ତ୍ରିପୁରାରେ ରଥଯାତ୍ରା ବେଳେ ଅଘଟଣ, ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ତ୍ରିପୁରାର କୁମାରଘାଟ ଅଞ୍ଚଳରେ ରଥଯାତ୍ରା ଉତ୍ସବ ବାହୁଡା଼ ଯାତ୍ରା ସମୟରେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୭ ଜଣ ଲୋକ ପ୍ରାଣ ହରାଇଛନ୍ତି। ଏଥିସହିତ ଅନେକ ଲୋକ ଆହତ ହୋଇଛନ୍ତି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।

ଭୁବନେଶ୍ଵର (କେନ୍ୟୁଜ): ତ୍ରିପୁରାର କୁମାରଘାଟ ଅଞ୍ଚଳରେ ରଥଯାତ୍ରା ଉତ୍ସବ ବାହୁଡା଼ ଯାତ୍ରା ସମୟରେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୭ ଜଣ ଲୋକ ପ୍ରାଣ ହରାଇଛନ୍ତି। ଏଥିସହିତ ଅନେକ ଲୋକ ଆହତ ହୋଇଛନ୍ତି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହଛନ୍ତି ଯେ ଏହି ଘଟଣା ଅତ୍ୟନ୍ତ ଦୁଃଖ ଦାୟକ । ଶୋକ ସନ୍ତପ୍ତ ପରିବାରବର୍ଗଙ୍କ ପାଇଁ ମୁଖ୍ୟମନ୍ତ୍ରୀ ସମବେଦନା ପ୍ରକାଶ କରିବା ସହିତ ଆହତ ବ୍ୟକ୍ତିମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.