ରାଜ୍ୟ

୩ ଜଟିଳ ମାଂସପେଶୀ ରୋଗୀଙ୍କ ଚିକିତ୍ସା ପାଇଁ ୩୦ ଲକ୍ଷ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ୱର (କେନ୍ୟୁଜ): ବାଲେଶ୍ୱରର ତିନି ରୋଗୀଙ୍କ ପାଇଁ ୩୦ ଲକ୍ଷ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ। ଜଟିଳ ମାଂସପେଶୀ ରୋଗର ଚିକିତ୍ସା ପାଇଁ ଟଙ୍କା ମଞ୍ଜୁର କରିଛନ୍ତି। ବାଲେଶ୍ୱର ଜିଲ୍ଲାର ତିନିଜଣ ରୋଗୀ ତଥା ଖନ୍ତାପଡ଼ାର କିରଣ କୁମାର ମଲ୍ଲିକ, ଖନ୍ତାପଡ଼ାର ସୁରଜ କୁମାର ମଲ୍ଲିକ ଓ ସିମୁଳିଆର ବିଦ୍ୟାଂଶୁ ଦୀକ୍ଷିତ, ଜଟିଳ ମାଂସପେଶୀ ରୋଗ Duchenne Muscular Dystrophy ପୀଡିତ ଅଛନ୍ତି। ସେମାନଙ୍କ ଉତ୍ତମ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ୩୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ତିନି ଜଣ ରୋଗୀଙ୍କୁ ପ୍ରତ୍ୟେକ ଏକକାଳୀନ ୧୦ଲକ୍ଷ ଟଙ୍କା ଲେଖାଏ ସହାୟତା ମଞ୍ଜୁର କରାଯାଇଛି। ସୂଚନାଯୋଗ୍ୟ ଯେ, DMD ରୋଗର ଚିକିତ୍ସା ଅତ୍ୟନ୍ତ ବ୍ୟବବହୁଳ ଅଟେ।

Barsha

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି ରାଶି ଅନୁସାରେ କିପରି କଟିବ ଆପଣଙ୍କ ଦିନ

ମେଷ : ଆଜି ଆପଣଙ୍କ ଦ୍ୱାରା କିଛି ଭୁଲ ହୋଇପାରେ । ଘରେ ସମସ୍ତଙ୍କ ସହିତ ଭଲ ବ୍ୟବହାର କରନ୍ତୁ,…

3 hours ago

ଶ୍ରୀମନ୍ଦିର ପରିସରରେ ଥିବା କୂଅରେ ପଡିଲେ ଶ୍ରଦ୍ଧାଳୁ, ଅଗ୍ନିଶମ କର୍ମଚାରୀଙ୍କ ଦ୍ୱାରା ସୁରକ୍ଷିତ ଉଦ୍ଧାର

ଶ୍ରୀମନ୍ଦିର ପରିସରରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି । ଜଣେ ଶ୍ରଦ୍ଧାଳୁ ଆନନ୍ଦବଜାରର ଉତ୍ତର ପାର୍ଶ୍ଵରେ ଥିବା ଏକ…

5 hours ago

ବିବାହ ଷ୍ଟେଜ୍‌ରେ କନିଆଁଙ୍କୁ ଚୁମ୍ବନ ଦେଇ ହଟହଟା ହେଲେ ବର

ଉତ୍ତରପ୍ରଦେଶରୁ ସମ୍ନାକୁ ଆସିଛି ଏକ ଅଜବ ଘଟଣା । ବାହାଘର ଚାଲିଥିବା ବେଳେ କନିଆଁକୁ ଚୁମା ଦେଇ ମାଡ଼ ଖାଇଲେ…

7 hours ago

ପୋଲିସ-ମାଓବାଦୀ ମଧ୍ୟରେ ବଡ଼ ଧରଣର ଗୁଳିବିନିମୟ, ୭ ହାର୍ଡ କୋର ମାଓବାଦୀ ନିହତ

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲ୍ଲାରେ ପୋଲିସ ମାଓବାଦୀ ମଧ୍ୟରେ ବଡ଼ ଧରଣର ଗୁଳିବିନିମୟ ।…

7 hours ago

ଗାଈର ଡକାରରୁ ତିଆରି ହେଉଛି ହୀରା, କିପରି କାଣନ୍ତୁ…

ଆମ ସଂସ୍କୃତି, ପରମ୍ପରାରେ ଗାଈକୁ ପୂଜା କରାଯାଏ । ଗାଈ ଦେହରେ ଥାଆନ୍ତି ୩୩ କୋଟି ଦେବତା । ସେଥିପାଇଁ…

7 hours ago

୨ ହାତୀଦାନ୍ତ ଜବତ, ୧୧ ଗିରଫ

ରାଉରକେଲା : ୨ ହାତୀଦାନ୍ତ ଜବତ, ୧୧ ଗିରଫ । କୋର୍ଟ ଚାଲାଣ ହେଲେ ଗିରଫ ଅଭିଯୁକ୍ତ । ରାଉରକେଲା…

8 hours ago