ଏସିଆନ ଗେମ୍ସରେ ଚୟନ ହୋଇଥିବା ୧୩ ଓଡ଼ିଆ ଖେଳାଳିଙ୍କୁ ୧୦ ଲକ୍ଷ ସହାୟତା ଦେବେ ମୁଖ୍ୟମନ୍ତ୍ରୀ

ଏସିଆନ ଗେମ୍ସରେ ଚୟନ ହୋଇଥିବା ୧୩ ଓଡ଼ିଆ ଖେଳାଳିଙ୍କୁ ସହାୟତା। ପ୍ରତି ଖେଳାଳିଙ୍କୁ ୧୦ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରାଯାଇଛି। ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଭୁବନେଶ୍ୱର (କେନ୍ୟୁଜ): ୧୩ ଓଡ଼ିଆ ଖେଳାଳିଙ୍କୁ ସହାୟତା । ଏସିଆନ ଗେମ୍ସରେ ଚୟନ ହୋଇଥିବା ୧୩ ଓଡ଼ିଆ ଖେଳାଳିଙ୍କୁ ସହାୟତା। ପ୍ରତି ଖେଳାଳିଙ୍କୁ ୧୦ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରାଯାଇଛି। ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେପ୍ଟେମ୍ବର ୨୩ରୁ ଅକ୍ଟୋବର ୮ ପର୍ଯ୍ୟନ୍ତ ଚାଲିବ ଏସିଆନ୍ ଗେମ୍ସ।

ସେହି ୧୩ଜଣ ଖେଳାଳି ହେଲେ କିଶୋର ଜେନା, ଅଂଶିକା ଭାରତୀ, ଋତୁ କାଉଡି, ସୋନାଲୀ ସ୍ୱାଇଁ, ଅନୁପମା ସ୍ୱାଇଁ, ନେହା ଦେବୀ, ପ୍ୟାରୀ, ଦୀପଗ୍ରେସ ଏକ୍କା, ଅମିତ ରୋହିଦାସ, ହୁପି ମାଝୀ, ଡୁମୁଣୀ ମାରାଣ୍ଡି, ତରୁଲତା ନାଏକ, ମାମା ନାଏକ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.