Below header

ବିଧାନସଭାରେ ଶୋକପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ, ସମର୍ଥନ କଲେ ବିରୋଧୀଦଳ ଉପନେତା

ଭୁବନେଶ୍ୱର(କେନ୍ୟୁଜ୍‌) : ବିଧାନସଭାରେ ଶୋକପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦିବଙ୍ଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ। ଗୃହକାର୍ଯ୍ୟରେ ସେମାନଙ୍କ ଦକ୍ଷତାକୁ ସ୍ମରଣ କଲେ ।

କରୋନା ଯୋଦ୍ଧାଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ। କରୋନା ମୃତକଙ୍କ ପରିବାର ପ୍ରତି ସମବେଦନା ଅର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଶୋକପ୍ରସ୍ତାବକୁ ସମର୍ଥନ କଲେ ବିରୋଧୀଦଳ ଉପନେତା। ମୁଖ୍ୟମନ୍ତ୍ରୀଙ୍କ ଶୋକପ୍ରସ୍ତାବକୁ ସମର୍ଥନ କଲେ ନରସିଂହ ମିଶ୍ର।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.