Below header

ପୋଖରୀରୁ କନେଷ୍ଟବଳଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

ପୋଖରୀରୁ କନେଷ୍ଟବଳଙ୍କ ମୃତଦେହ ଉଦ୍ଧାର । ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନାରେ କାର୍ଯ୍ୟରତ ଜଣେ କନେଷ୍ଟବଳଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ୍‌ ।ମୃତକ କେନ୍ଦ୍ରାପଡା ଅଞ୍ଚଳର ପ୍ରଦୀପ ନାୟକ ।

ଆନନ୍ଦପୁର (କେନ୍ୟୁଜ): ପୋଖରୀରୁ କନେଷ୍ଟବଳଙ୍କ ମୃତଦେହ ଉଦ୍ଧାର । ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନାରେ କାର୍ଯ୍ୟରତ ଜଣେ କନେଷ୍ଟବଳଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ୍‌ । ମୃତକ କେନ୍ଦ୍ରାପଡା ଅଞ୍ଚଳର ପ୍ରଦୀପ ନାୟକ । ଥାନା ବ୍ୟାରାକରେ ରହୁଥିଲେ ପ୍ରଦୀପ ।

ଗତିକାଲି ସଂଧ୍ୟାରେ କେଉଁଆଡେ ଯାଇ ଆଉ ଫେରିନଥିଲେ । ଆଜି ସକାଳୁ ସ୍ଥାନୀୟ ଲୋକ ପୋଖରୀରେ ମୃତଦେହ ଭାସୁଥିବା ଦେଖି ପୋଲିସ୍‌କୁ ଖବର ଦେଇଥିଲେ । ଉଦ୍ଧାର ପରେ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ଆନନ୍ଦପୁର ମେଡିକାଲକୁ ପଠାଯାଇଛି । ୫ଦିନ ଛୁଟି କାଟିବାକୁ ଘରକୁ ଯାଇଥିଲେ ପ୍ରଦୀପ । ଛୁଟି ସରିବା ପରେ ଗତକାଲି ଡ୍ୟୁଟିରେ ଯୋଗ ଦେଇଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.