ରାଜ୍ୟ

ଫାର୍ମ ହାଉସରେ ଦମ୍ପତିଙ୍କୁ ଗଳାକାଟି ହତ୍ୟା, ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ମୃତଦେହ ଉଦ୍ଧାର

ବାଲେଶ୍ୱର (କେନ୍ୟୁଜ): ନିଜ ଫାର୍ମ ହାଉସରେ ଦମ୍ପତିଙ୍କୁ ଗଳାକାଟି ହତ୍ୟା । ଏଭଳି ଅବାନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ସୋର ଥାନା ମୁନି ସବିର ବାଲିପଡ଼ିଆ ଠାରେ ।
ମୃତକ ହେଲେ ରଘୁନାଥ ବେହେରା ଓ ପତ୍ନୀ ପ୍ରଭାତୀ ।

ରାତି ପ୍ରାୟ ୧୦ଟା ବେଳେ ରଘୁନାଥ ବେହେରା ଓ ତାଙ୍କ ସ୍ତ୍ରୀ ଘରୁ ମାତ୍ର ୫ ଶହ ମିଟର ଦୂର ମୁନି ସବିର ବାଲିପଡ଼ିଆ ଠାରେ ଥିବା ଫାର୍ମ ହାଉସକୁ ଯାଇଥିଲେ । ଉଭୟ ସ୍ୱାମୀ, ସ୍ତ୍ରୀଙ୍କ ଚିତ୍କାର ଶୁଣି ଗାଁ ଲୋକ ଆସିଲା ବେଳକୁ କେହି ଦୁର୍ବୃତ୍ତ ତାଙ୍କର ଗଳାକାଟି ହତ୍ୟା କରି ଫେରାର ହୋଇଯାଇଥିବା ଜାଣିବାକୁ ପାଇଥିଲେ । ଫାର୍ମ ବାହାରେ ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଥିବା ବେଳେ ନିକଟରେ ରଘୁନାଥଙ୍କର ସ୍କୁଟି ରହିଥିଲା l ହତ୍ୟାର କାରଣ ଅସ୍ପଷ୍ଟ ରହିଥିବାବେଳେ ଘଟଣାସ୍ଥଳରେ ପୋଲିସ ଛାନବିନ କରୁଛି ପୋଲିସ ।

Barsha

Recent Posts

ବାରିପଦା ବସ ଷ୍ଟାଣ୍ଡରେ ହଣାକଟା ଘଟଣା: ଉଭୟ ପକ୍ଷରୁ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ୍

ବାରିପଦା (କେନ୍ୟୁଜ): ବାରିପଦା ଘରୋଇ ବସଷ୍ଟାଣ୍ଡରେ ହଣାକଟା ଘଟଣାରେ ପୋଲିସର ଆକ୍ସନ । ଦୁଇଟି ପୃଥକ ପୃଥକ ମାମଲା ରୁଜୁ…

8 mins ago

ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି : ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ

ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…

17 mins ago

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

33 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

48 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

1 hour ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

1 hour ago