ଢେଙ୍କାନାଳ (କେନ୍ୟୁଜ): ଢେଙ୍କାନାଳ ସଦର ରେଞ୍ଜର ମହୁଲପଡା ନିକଟସ୍ଥ ପାଟକୁରା ସଂରକ୍ଷିତ ଜଙ୍ଗଲରେ ଦନ୍ତାହାତୀର ଗଳିତ ମୃତଦେହ ଠାବ କରାଯାଇଛି। ଛୋଟ ଦନ୍ତା ହାତୀଟି ଅନ୍ୟ ଦନ୍ତାହାତୀର ଆକ୍ରମଣରେ ମୃତ୍ୟୁ ହୋଇଥିବା ସଂନ୍ଦେହ କରାଯାଉଛି। ହାତୀର ମୃତଦେହ ନିକଟରେ ହାତୀ ପଲ ଜଗି ରହିଥିବାରୁ ବନ ବିଭାଗ ମୃତଦେହ ଉଦ୍ଧାର କରି ପାରି ନାହିଁ।
ତିନି ଦିନ ତଳେ ହାତୀର ମୃତ୍ୟୁ ହୋଇଥିବା ଅନୁମାନ କରାଯାଇଛି। ତେବେ ଆସନ୍ତା କାଲି ହାତୀର ମୃତଦେହ ଉଦ୍ଧାର କରାଯାଇ ଶବ ବ୍ୟବଚ୍ଛେଦ ପରେ ହାତୀ ମୃତ୍ୟୁ ସମ୍ପର୍କରେ ସବିଶେଷ ତଥ୍ୟ ମିଳି ପାରିବ ବୋଲି ବନ ବିଭାଗ ପ୍ରକାଶ କରିଛି।
ଭୁବନେଶ୍ୱର(କେନ୍ୟୁଜ୍): ଜୁନ୍ ୧୭ ତାରିଖରେ ଭାରତ ସମେତ ବିଶ୍ୱର ୨୦୦ଟି ଦେଶର ୨୫ହଜାର ସ୍ଥାନରେ ୧୧ଶ ଅନ୍ତର୍ଜାତୀୟ ‘ଆର୍ଟ ଅଫ୍…
ଚାନ୍ଦବାଲି (କେନ୍ୟୁଜ): ଏ ଶରୀର କ୍ଷଣସ୍ଥାୟୀ । ସତରେ ଏ ଶରୀର କିଛି ନୁହେଁ ଆଜି ଭଲ ଅଛି ତ…
ଏଲନ୍ ମସ୍କଙ୍କ ସୋସିଆଲ୍ ମିଡିଆ ପ୍ଲାଟଫର୍ମ ‘X’ ଭାରତରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । X କର୍ପ ଏପ୍ରିଲ…
ଭୁବନେଶ୍ୱର(କେନ୍ୟୁଜ୍): ସ୍କୁଲ ଛୁଟି ନିଷ୍ପତ୍ତି ନେବେ ଜିଲ୍ଲାପାଳ । ସ୍ଥାନୀୟ ପାଣିପାଗ ସୂଚନା ଭିତ୍ତିରେ ଜିଲ୍ଲାପାଳମାନେ ନିଷ୍ପତ୍ତି ନେବାକୁ ମୁଖ୍ୟମନ୍ତ୍ରୀଙ୍କ…
ବଲିଉଡ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି । ରକୁଲ ପ୍ରୀତ ସିଂ, କ୍ରିତି ଖରବନ୍ଦା…
ପଶ୍ଚିମବଙ୍ଗ ଦାର୍ଜିଲିଂରେ ହୋଇଥିବା ରେଳ ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୧୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଅଧିକ ଆହତ ହୋଇଥିବା…