ରାଜ୍ୟ

ଗଡଗଡ଼ିଆ ଘାଟରୁ ଉଦ୍ଧାର ହେଲା ମହିଳାଙ୍କ ମୃତଦେହ, ପରିଚୟ ଅସ୍ପଷ୍ଟ

କଟକ (କେନ୍ୟୁଜ): ମହାନଦୀ ଗଡଗଡ଼ିଆ ଘାଟରୁ ଜଣେ ମହିଳାଙ୍କ ମୃତଦେହ ମିଳିଛି। ମୃତଦେହକୁ ଅଗ୍ନିଶମ ବାହିନୀ ଉଦ୍ଧାର କରିଛନ୍ତି । ମହିଳାଙ୍କ ବୟସ ୩୫ ରୁ ୪୦ ଭିତରେ ବୋଲି ଅନୁମାନ କରାଯାଉଛି । ଘଟଣାସ୍ଥଳରେ କ୍ୟାଣ୍ଟନମେଣ୍ଟ ଥାନା ପୋଲିସ ଉପସ୍ଥିତ ଥିବାବେଳେ ମୃତକ ମହିଳାଙ୍କ ପରିଚୟ ଅସ୍ପଷ୍ଟ ରହିଛି ।

ସୂଚନା ଯୋଗ୍ୟ ଗତ ୨୮ ତାରିଖରେ ମହିଳା ଜଣକ ହରିଣ ପାର୍କ ନିକଟରେ ମହାନଦୀ ପାଣି ଭିତରକୁ ଯାଉଥିବା ସମୟରେ ସ୍ଥାନୀୟ ବାସିନ୍ଦା ତାଙ୍କୁ ଉଦ୍ଧାର କରିଥିଲେ । ସେତେବେଳେ ସେ ଗାଧୋଇବା ପାଇଁ ଆସିଛି ବୋଲି କହିଥିଲେ। ଖବର ପାଇ ବିଡାନାସି ଥାନା ପୋଲିସ ମହିଳାଙ୍କୁ ନେଇ ମଧୁସୂଦନ ନଗରଠାରେ ତାଙ୍କ ପରିବାରବର୍ଗଙ୍କୁ ହସ୍ତାନ୍ତର କରିଥିଲେ। ଏବେ ପୁଣି ଠାରେ ମହିଳା ଜଣଙ୍କ ମହାନଦୀକୁ ଦେଇ ପ୍ରାଣ ହରାଇଛନ୍ତି ।

Barsha

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଲୋକଙ୍କ ପାଇଁ କିପରି କଟିବ ଦିନ

ମେଷ: ପାରିବାରିକ ପ୍ରତିଷ୍ଠା ବଢ଼ିବ । ବ୍ୟବସାୟିକ ଯୋଜନା ଫଳପ୍ରଦ ହେବ। ସାମାଜିକ ପ୍ରତିଷ୍ଠା ବଢ଼ିବ । ଜୀବନରେ କିଛି…

6 hours ago

ହିଟ୍ ୱେଭ ଆକ୍ସନ ପ୍ଲାନ, ମେଡିକାଲ ପ୍ରସ୍ତୁତି ନେଇ ସ୍ବାସ୍ଥ୍ୟ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ବର(କେନ୍ୟୁଜ୍‌): ସାରା ରାଜ୍ୟରେ ହିଟ୍ ୱେଭ ଜାରି ରହିଛି। ଅନେକ ସ୍ଥାନରେ ଅଂଶୁଘାତଜନିତ ମୃତ୍ୟୁ ଅଭିଯୋଗ ଆସୁଛି। ଏହାକୁ ଦୃଷ୍ଟିରେ…

9 hours ago

ମାଷ୍ଟରକ୍ୟାଣ୍ଟିନ ଯାଇ ବହି କିଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର(କେନ୍ୟୁଜ୍‌): ବହି କିଣିଲେ ମୁଖ୍ୟମନ୍ତ୍ରୀ । ଭୁବନେଶ୍ବର ମାଷ୍ଟରକ୍ୟାଣ୍ଟିନ ଯାଇ ବହି କିଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମଡର୍ଣ୍ଣ…

9 hours ago

ପୋଲିସ ଉପରେ ଆକ୍ରମଣ ; ୩୮ ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ମୟୂରଭଞ୍ଜ (କେନ୍ୟୁଜ୍‌): ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ଥାନା ବେଲପାଳ ଗାଁରେ ପୋଲିସ ଉପରେ ଆକ୍ରମଣ ଘଟଣାରେ ୩୮ ଜଣ ଗିରଫ…

10 hours ago

ବିସ୍ଫୋରଣ ଦେଇଗଲା ଦୁଃଖ, ପରିବାର ଚଳିବ କେମିତି ?

ଭାବ ଭକ୍ତିରେ ବନ୍ଧା ହେ ମହାବାହୁ …ତୁମ ଚନ୍ଦନ ଯାତ୍ରାରେ ଏଭଳି ଅଘଟଣ ଘଟିବ …ସେ ପୁଣି ତୁମେ ପ୍ରଭୁ…

10 hours ago

ଲୁହା ପାଇପ ଚୋରା ଚାଲାଣ ମାମଲାରେ ଟୁଙ୍ଗୁରୁ ଭୋଳ ସମେତ ୧୧ ଗିରଫ

ଭୁବନେଶ୍ୱର(କେନ୍ୟୁଜ୍‌): ପୁଣି ଚର୍ଚ୍ଚାକୁ ଆସିଲେ ଅଟୋ ଚାଳକ ଟୁଙ୍ଗୁରୁ ଭୋଳ । ପୂର୍ବରୁ ପରକୀୟା ପ୍ରୀତି ଅଭିଯୋଗରେ ଚର୍ଚ୍ଚାରେ ରହିଥିବା…

12 hours ago