ରାଜ୍ୟ

ରାସ୍ତା କଡରେ ପଡିଛି ଯୁବକଙ୍କ ମୃତଦେହ, ପଥରରେ ଛେଚି ହତ୍ୟା ସନ୍ଦେହ

ବାଂଶପାଳ (କେନ୍ୟୁଜ): ପଥରରେ ଛେଚି ଯୁବକଙ୍କୁ ବୀଭତ୍ସ ହତ୍ୟା ସନ୍ଦେହ। କେନ୍ଦୁଝର ଜିଲ୍ଲା ସଦର ଥାନା ଅନ୍ତର୍ଗତ ବାଂଶପାଳ ବ୍ଲକ ରାୟଗଡ଼ା ପଞ୍ଚାୟତ ଆମୁଣି ଗାଁର ରାସ୍ତାରେ ଏକ ଅଚିହ୍ନା ଅଳ୍ପ ବୟସ୍କ ଯୁବକଙ୍କ ମୃତଦେହ ପଡ଼ିରହିଛି। ମୃତକ ଫୁଲଝର ଗାଁର ତରଣୀସେନ ମଣ୍ଡଳ ବୋଲି ଜଣାପଡିଛି। ଦୁର୍ବୃତ୍ତ ତାଙ୍କୁ ପଥରରେ ଛେଚି ହତ୍ୟା କରିଥିବାର ସନ୍ଦେହ କରାଯାଉଛି। ଖବର ଲେଖା ହେବା ପର୍ଯ୍ୟନ୍ତ ଘଟଣାସ୍ଥଳରେ ପୋଲିସ ଏଯାଏଁ ପହଞ୍ଚି ନଥିବା ସୂଚନା ମିଳିଛି।

Barsha

Recent Posts

ହିଟ୍ ୱେଭ ଆକ୍ସନ ପ୍ଲାନ, ମେଡିକାଲ ପ୍ରସ୍ତୁତି ନେଇ ସ୍ବାସ୍ଥ୍ୟ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ବର(କେନ୍ୟୁଜ୍‌): ସାରା ରାଜ୍ୟରେ ହିଟ୍ ୱେଭ ଜାରି ରହିଛି। ଅନେକ ସ୍ଥାନରେ ଅଂଶୁଘାତଜନିତ ମୃତ୍ୟୁ ଅଭିଯୋଗ ଆସୁଛି। ଏହାକୁ ଦୃଷ୍ଟିରେ…

2 hours ago

ମାଷ୍ଟରକ୍ୟାଣ୍ଟିନ ଯାଇ ବହି କିଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର(କେନ୍ୟୁଜ୍‌): ବହି କିଣିଲେ ମୁଖ୍ୟମନ୍ତ୍ରୀ । ଭୁବନେଶ୍ବର ମାଷ୍ଟରକ୍ୟାଣ୍ଟିନ ଯାଇ ବହି କିଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମଡର୍ଣ୍ଣ…

2 hours ago

ପୋଲିସ ଉପରେ ଆକ୍ରମଣ ; ୩୮ ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ମୟୂରଭଞ୍ଜ (କେନ୍ୟୁଜ୍‌): ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ଥାନା ବେଲପାଳ ଗାଁରେ ପୋଲିସ ଉପରେ ଆକ୍ରମଣ ଘଟଣାରେ ୩୮ ଜଣ ଗିରଫ…

3 hours ago

ବିସ୍ଫୋରଣ ଦେଇଗଲା ଦୁଃଖ, ପରିବାର ଚଳିବ କେମିତି ?

ଭାବ ଭକ୍ତିରେ ବନ୍ଧା ହେ ମହାବାହୁ …ତୁମ ଚନ୍ଦନ ଯାତ୍ରାରେ ଏଭଳି ଅଘଟଣ ଘଟିବ …ସେ ପୁଣି ତୁମେ ପ୍ରଭୁ…

3 hours ago

ଲୁହା ପାଇପ ଚୋରା ଚାଲାଣ ମାମଲାରେ ଟୁଙ୍ଗୁରୁ ଭୋଳ ସମେତ ୧୧ ଗିରଫ

ଭୁବନେଶ୍ୱର(କେନ୍ୟୁଜ୍‌): ପୁଣି ଚର୍ଚ୍ଚାକୁ ଆସିଲେ ଅଟୋ ଚାଳକ ଟୁଙ୍ଗୁରୁ ଭୋଳ । ପୂର୍ବରୁ ପରକୀୟା ପ୍ରୀତି ଅଭିଯୋଗରେ ଚର୍ଚ୍ଚାରେ ରହିଥିବା…

5 hours ago

ଜୁନ୍ ୭ରୁ ‘ଭୁବନେଶ୍ୱର ଚଳଚ୍ଚିତ୍ର ମହୋତ୍ସବ’, ଓଡ଼ିଆ ସିନେମାର ୯ ଦଶନ୍ଧି ଯାତ୍ରା ଉପରେ ହେବ ସ୍ପେଶାଲ ସ୍କ୍ରିନିଂ

ଜୁନ୍ ୭ରୁ ଭୁନେଶ୍ୱରର ଜୟଦେବ ଭବନରେ ଆୟୋଜିତ ହେବାକୁ ଯାଉଛି ‘ଭୁବେନଶ୍ୱର ଚଳଚ୍ଚିତ୍ର ମହୋତ୍ସବ (BFF)’ । ଏହା ଜୁନ୍…

5 hours ago