ଜଙ୍ଗଲରୁ ଅଜଣା ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର, ହତ୍ୟା କରି ପିଙ୍ଗିଦେଇଥିବା ସନ୍ଦେହ

ଆଠଗଡ଼ (କେନ୍ୟୁଜ): ଆଠଗଡ଼ ଥାନା ଅନ୍ତର୍ଗତ ଜେନାପଦା ଶାଳବଣି ଜଙ୍ଗଲ ମଧ୍ୟରୁ ଜଣେ ମହିଳାଙ୍କ ଗଳିତ ଶବ ଉଦ୍ଧାର କରାଯାଇଛି । ଖବର ପାଇ ଘଟଣା ସ୍ଥଳରେ ଆଠଗଡ଼ ପୋଲିସ୍ ପହଞ୍ଚି ତଦନ୍ତ ଜାରି ରଖିଛି । ତେବେ ମହିଳାଙ୍କ ପରିଚୟ ମିଳି ପାରି ନାହିଁ । ଦୁଇ ତିନି ଦିନ ତଳୁ କେହି ମହିଳା ଜଣଙ୍କୁ ମାରି ଏହି ନିଛାଟିଆ ଜଙ୍ଗଲ ମଧ୍ୟରେ ପକାଇ ଦେଇ ଥିବା ପୋଲିସ୍ ସନ୍ଦେହ କରୁଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.