ଖୋର୍ଦ୍ଧା : ଖୋର୍ଦ୍ଧା ସାରୁଅରେ ଆରମ୍ଭ ହୋଇଛି OTV ଷ୍ଟୁଡିଓର ପାଚେରୀ ଭଙ୍ଗା କାର୍ଯ୍ୟ । ପୋଖରୀ ଓ ଚାଷଜମିକୁ ବାଟ ନ ଛାଡିବା ନେଇ ଗାଁ ଲୋକେ ଅଭିଯୋଗ କରିଥିଲେ । ଅଭିଯୋଗ ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି।
ଜଣେ ଅନୁସୂଚିତ ଜାତି ଲୋକଙ୍କ ମାଧ୍ୟମରେ ବେଗୁନିଆ ତହସଲିରେ କିଛି SC ବର୍ଗ ବ୍ୟକ୍ତିଙ୍କ ଜମିହଡ଼ପ ନେଇ ଅଭିଯୋଗ ହୋଇଥିଲା । ସେପଟେ ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ତହସିଲ୍ ସାରୁଅରେ ଓଡ଼ିଶା ଇନଫ୍ରାଟେକ ପ୍ରା. ଲି ବେନାମୀ ଜମି କାରବାର ଅଭିଯୋଗ ମାମଲାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ଏନେଇ ରାଜସ୍ୱ ବିଭାଗ ପକ୍ଷରୁ କ୍ରାଇମ୍ବ୍ରାଞ୍ଚକୁ ଚିଠି ଲେଖାଯାଇଛି ।
ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…
ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…