ଆଠଗଡ଼(କେନ୍ୟୁଜ୍) : ଆସନ୍ତାକାଲି ଦିନ ୧୦ଟା ଠାରୁ ବାବା ଧବଳେଶ୍ୱରଙ୍କ ସାଧାରଣ ଦର୍ଶନ ଆରମ୍ଭ ହେବ । ଶ୍ରଦ୍ଧାଳୁଙ୍କ ଦର୍ଶନ ପାଇଁ ଖୋଲିବ ଧବଳେଶ୍ଵର ଅସ୍ଥାୟୀ ରାସ୍ତା । ଧବଳେଶ୍ଵରଙ୍କ ପୀଠ କୁ ଯାଇ ମହାପ୍ରଭୁ ଶ୍ରୀ ଶ୍ରୀ ଧବଳେଶ୍ଵରଙ୍କ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ ଓ ଭକ୍ତ । କଟକଣା ଆଉ ରହିବ ନାହିଁ ।
ଗୁଜୁରାଟର ମୋର୍ବୀ ଝୁଲା ପୋଲ ଦୁର୍ଘଟଣା ପରେ ଦୀର୍ଘ ଦୁଇ ମାସ ଧରି ବନ୍ଦ ଥିଲା ଧବଳେଶ୍ଵର ଝୁଲା ପୋଲ । ଆସନ୍ତାକାଲି ଅର୍ଥାତ ବୁଧବାର ଠାରୁ ବାବା ଧବଳେଶ୍ୱରଙ୍କ ସାଧାରଣ ଦର୍ଶନ ହେବ ବୋଲି ସୂଚନା ଦେଲେ ଆଠଗଡ଼ ଉପଜିଲ୍ଲାପାଳ ହେମନ୍ତ କୁମାର ସ୍ାଇଁ ।
Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…
ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାକୟଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…
ଉଦ୍ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ବ୍ରିଜ୍ । ବିହାରର ଅରାରିଆର ସିକଟିରେ ବକରା ନଦୀରେ ନିର୍ମିତ ବ୍ରିଜ୍ ମଙ୍ଗଳବାର ଭୁଶୁଡ଼ି…
କାକଟପୁର : ଦେବୀ ନଦୀରେ ଗାଧୋଇବା ସମୟରେ ନଦୀରେ ବୁଡି ତିନିଜଣ ନାବାଳକଙ୍କ ମୃତ୍ୟୁ। ମୃତକ ନାବାଳକ ସମସ୍ତେ ଗୋଟିଏ…
ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା' ଲକ୍ଷ୍ମୀ । ଆଉ କିଛି ସମୟ ପରେ…
ଭୁବନେଶ୍ୱର(କେନ୍ୟୁଜ୍): ଆଜି ଶପଥ ନେଇଛନ୍ତି ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ । ଆଜି ବିଧାନସଭାର ୩ ଦିନିଆ ସ୍ୱତନ୍ତ୍ର ଅଧିବେଶନରେ…