ମାଟ୍ରିକ ପରୀକ୍ଷାରେ ଅନିୟମିତତା ପରେ କାର୍ଯ୍ୟାନୁଷ୍ଠାନ: ଦୁଇ ପ୍ରଧାନ ଶିକ୍ଷକ ନିଲମ୍ବିତ

ମାଟ୍ରିକ ପରୀକ୍ଷାରେ ଅନିୟମିତତା ନେଇ କାର୍ଯ୍ୟାନୁଷ୍ଠାନ । ଦୁଇ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବିତ କଲେ ମାଧ୍ୟମିକ ଶିକ୍ଷା ପରିଷଦ ନିର୍ଦ୍ଦେଶକ ।

(କେନ୍ୟୁଜ): ମାଟ୍ରିକ ପରୀକ୍ଷାରେ ଅନିୟମିତତା ନେଇ କାର୍ଯ୍ୟାନୁଷ୍ଠାନ । ଦୁଇ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବିତ କଲେ ମାଧ୍ୟମିକ ଶିକ୍ଷା ପରିଷଦ ନିର୍ଦ୍ଦେଶକ । ସେମାନେ ହେଲେ ନରସିଂହପୁର ଯୋଡୁମ ହାଇସ୍କୁଲ ପ୍ରଧାନ ଶିକ୍ଷକ ଅନ୍ତର୍ଯ୍ୟାମୀ ସ୍ୱାଇଁ ଓ କଳାହାଣ୍ଡି ଦୟାନିଧି ହାଇସ୍କୁଲ ପ୍ରଧାନ ଶିକ୍ଷକ ପ୍ରଶାନ୍ତ ମହାନ୍ତି । ଦୁହେଁ ପରୀକ୍ଷା କେନ୍ଦ୍ର ସୁପରିଟେଡେଣ୍ଟ ଥିଲେ । ସେହିପରି ନୟାଗଡ଼ ଡିଇଓ ଜଣେ ସହକାରୀ ଶିକ୍ଷୟତ୍ରୀଙ୍କୁ ନିଲମ୍ବନ କରିଛନ୍ତି । ନିଲମ୍ବିତ ଶିକ୍ଷୟିତ୍ରୀ ହେଲେ ନୟାଗଡ଼-ବାଇଗୁଣିଆ ୱେଭର କୋଅପରେଟିଭ ଶିକ୍ଷୟତ୍ରୀ ଅର୍ପିତା ନାୟକ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.