ରାଜ୍ୟ

ନଦୀ ପଠାରୁ ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର, କିଏ ଓ କାହିଁକି ହତ୍ୟା କଲା କାରଣ ଅସ୍ପଷ୍ଟ

ପୁରୀ (କେନ୍ୟୁଜ): ନଦୀ ପଠାରେ ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ। ପୁରୀ ସଦର ଥାନା ଅଧୀନ ନୂଆଗାଁ ନିକଟ ନୂଆନଦୀ ପଠାରୁ ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର କରିଛି ପୋଲିସ। ମୃତ ମହିଳାଙ୍କ ବୟସ ପ୍ରାୟ ୩୫ ବର୍ଷ ହେବ। ତାଙ୍କ ଗଳା ଅଧା କଟି ଝୁଲି ରହିଥିବାବେଳେ ବାମ ହାତ ଶରୀରରୁ ସଂପୂର୍ଣ୍ଣ କଟିଯାଇଛି।

ମୁହଁ ସଂପୂର୍ଣ୍ଣ ଭାବେ ନଷ୍ଟ ହୋଇଯାଇଥିବାରୁ ପରିଚୟ ମିଳିବା କଷ୍ଟକର ହୋଇପଡିଛି। ସଦର ଥାନା ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି। ପୋଲିସ ମୃତଦେହ ଜବତ କରି ବ୍ୟବଛେଦ ପାଇଁ ପଠାଇବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ତେବେ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ସନ୍ଦେହ କରୁଛି ପୋଲିସ। ତେବେ କିଏ ଓ କାହିଁକି ମହିଳାଙ୍କୁ ହତ୍ୟା କଲା ସେନେଇ କାରଣ ଅସ୍ପଷ୍ଟ ରହିଛି।

 

Barsha

Recent Posts

ନିଜ ସ୍ଥାନ ବଜାୟ ରଖିଛନ୍ତି ତିନି ମନ୍ତ୍ରୀ : ସୁରେଶ ରାଉତରାୟ

ଭୁବନେଶ୍ୱର(କେନ୍ୟୁଜ୍‌): ମୋଦି ସରକାରର ନିଜ ସ୍ଥାନ ବଜାୟ ରଖିଛନ୍ତି ଓଡ଼ିଶାର ତିନି ମନ୍ତ୍ରୀ । ଅପରିବର୍ତ୍ତିତ ରହିଛି ଧର୍ମେନ୍ଦ୍ର ପ୍ରଧାନ,…

1 hour ago

କନ୍ଧମାଳ ବିକାଶରେ ଡ. ଅଚ୍ୟୁତ ସାମନ୍ତଙ୍କର ଅବଦାନ ଅତୁଳନୀୟ : ସୁରେଶ ରାଉତରାୟ

ଭୁବନେଶ୍ୱର(କେନ୍ୟୁଜ୍‌): କନ୍ଧମାଳ ବିକାଶରେ ଡ. ଅଚ୍ୟୁତ ସାମନ୍ତଙ୍କର ଅନେକ ଅବଦାନ ରହିଛି । କେଵଳ କନ୍ଧମାଳ କାହିଁକି ଭୁବନେଶ୍ୱରର ମର୍ଯ୍ୟାଦା…

2 hours ago

ଚୋରା ଚାଲାଣ ବେଳେ ୪୦ ଲକ୍ଷ ଟଙ୍କାର ଗଞ୍ଜେଇ ସହ ଦୁଇ ମାଫିଆ ଗିରଫ

ଲମତାପୁଟ: ମାଛକୁଣ୍ଡ ପୋଲିସର ବଡ଼ ସଫଳତା । ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ି ବସିଲା ମାଛକୁଣ୍ଡ ପୋଲିସ ।…

2 hours ago

ପାରିବାରିକ ବିବାଦ ନେଲା ଉଗ୍ରରୂପ, ସାନ ଭାଇର ଘରକୁ ପୋଡ଼ିଦେଲା ବଡ଼ଭାଇ

ବାସୁଦେବପୁର: ଜମିଜମା ବିବାଦକୁ ନେଇ ତୁମୁଳକାଣ୍ଡ । ଘରେ ଲଗାଇଦେଲେ ନିଆଁ । ସାନ ଭାଇର ଘରକୁ ପୋଡ଼ିଦେଲା ବଡ଼ଭାଇ…

2 hours ago

ମୋଦିଙ୍କ ୩-୦ କ୍ୟାବିନେଟରେ କାହାକୁ ମିଳିଲା କେଉଁ ବିଭାଗ

ନୂଆଦିଲ୍ଲୀ: ମୋଦିଙ୍କ ତୃତୀୟ ଇନିଂସରେ ମନ୍ତ୍ରୀମାନେ ଶପଥ ନେବା ପରେ ଆଜି ସେମାନଙ୍କ ବିଭାଗ ବଣ୍ଟନ କରାଯାଇଛି । ଆସନ୍ତୁ…

3 hours ago

ଓଜନ କମ୍‌ କରିବା ସହ ହାଡ ସମସ୍ୟା ମଧ୍ୟ ଦୂର କରିବାରେ ସାହାଯ୍ୟ କରିବ ଅଳସୀ ମଞ୍ଜି, ଏହି ଉପାୟରେ କରନ୍ତୁ ବ୍ୟବହାର

ଛୋଟ ଛୋଟ ବ୍ରାଉନ୍ କଲର ଅଳସୀ ମଞ୍ଜି ଏକ ସୁପରଫୁଡ୍ ଠାରୁ କମ୍ ନୁହେଁ । ଅଳସୀରେ ପ୍ରୋଟିନ ଭରପୂର…

4 hours ago