ରାଜ୍ୟ

ଖାଲରେ ପଡି ଚାଲିଗଲା ଗର୍ଭବତୀ ହାତୀର ଜୀବନ

ଉଦଳା (କେନ୍ୟୁଜ): ଖାଲରେ ପଡି ଚାଲିଗଲା ମାଈହାତୀର ଜୀବନ । ବାଲେଶ୍ବର ଜିଲ୍ଲା ନୀଳଗିରି କୁଲଡିହା ରେଞ୍ଜ କପ୍ତିପଦା ବ୍ଲକ୍ ଅସନଘାଟି ଜଙ୍ଗଲରେ ଏହି ଅଘଟଣ ଘଟିଛି ।  ଅସନଘାଟି ଜଙ୍ଗଲ ଭିତରେ ଖୋଳା ଯାଇଥିବା ଟ୍ରେଞ୍ଚରେ ଏକ ମାଇ ହାତୀ ପଡିଥିବା ଖବର ପାଇଥିଲା ବନବିଭାଗ । କପ୍ତିପଦା ଏବଂ କୁଲଡିହା ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଜେସିବି ସହାୟତାରେ ହାତୀକୁ ଉଦ୍ଧାର କରିଥିଲେ ।  ହେଲେ ୪ ଘଣ୍ଟାର ଚେଷ୍ଟା ପରେ ମଧ୍ୟ ହାତୀକୁ ବଞ୍ଚାଇ ପାରିନଥିବା ବନବିଭାଗ । ମୃତ ହାତୀର ବୟସ ୧୦ ବର୍ଷ ଏବଂ ସେ ଗର୍ଭବତୀ ଥିବା ଜଣାପଡିଛି । ଉଦ୍ଧାର ପରେ ହାତୀର ବ୍ୟବଛେଦ କରାଯାଇଛି  ।

 

Barsha

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

4 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

5 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

6 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

6 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

7 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

7 hours ago