ରାଜ୍ୟ

ପୁଅ ସହ କଥା ହେବାରୁ… ଝିଅକୁ ରାତିସାରା ଖୁଣ୍ଟରେ ବାନ୍ଧି ଦଣ୍ଡ ଦେଲେ ପରିବାର ଲୋକ

ଭୁବନେଶ୍ୱର (କେନ୍ୟୁଜ): ରାତିସାରା ଯୁବତୀଙ୍କୁ ଖୁଣ୍ଟରେ ବାନ୍ଧି ଦଣ୍ଡ ଦେଲେ ପରିବାର ଲୋକେ । ଏପରି ଅମାନସିକ ଘଟଣା ଘଟିଛି ମଞ୍ଚେଶ୍ୱର ଥାନା ଜଗନ୍ନାଥ ଲେ୍ପର୍ଶି କଲୋନୀରେ। ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଯୁବତୀଙ୍କୁ ଉଦ୍ଧାର କରିବା ସହ ନିଜ ଆଡୁ ମାମଲା ରୁଜୁ କରି ତଦନ୍ତ କରୁଛି।

ସୂଚନା ଅନୁଯାୟୀ ଜଣେ ଯୁବକଙ୍କ ଶହ ନମିଶିବା ପାଇଁ ପରିବାର ଲୋକେ ଯୁବତୀଙ୍କୁ ବାରଣ କରିଥିଲେ । ହେଲେ ପରିବାର ଲୋକଙ୍କ କଥା ନମାନି ଯୁବକଙ୍କ ଶହ ମିଶିବାରୁ ପରିବାର ଲୋକେ ଏଭଳି ଘଟଣା ଘଟେଇଛନ୍ତି ବୋଲି ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି ପୋଲିସ। ଯୁବତୀଙ୍କ ହାଟରେ ଦେହରେ କ୍ଷତ ଚି଼ହ୍ନ ଦେଖିବାକୁ ମିଳିଛି ।ଡାକ୍ତରି ମାଇନା କରିବା ପରେ ୧୬୧ ଆଧାରରେ ବୟାନ ରେକର୍ଡ କରିବ ପୋଲିସ।

Barsha

Recent Posts

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

7 mins ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

29 mins ago

IT କମ୍ପାନୀର ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳି ଛାରଖାର ହେଲା ଅଫିସ୍‌ ଗୃହ

ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…

49 mins ago

ବସ୍‌ ଷ୍ଟାଣ୍ଡରେ ହୁତୁ ହୁତୁ ହୋଇ ଜଳିଗଲା ୪ ଟି ବସ୍‌

ରାୟଗଡ଼ା(କେନ୍ୟୁଜ୍‌): ବସ୍‌ ରେ ଲାଗିଲା ନିଆଁ । ହୁତୁ ହୁତୁ ହୋଇ ବସ୍‌ଷ୍ଟାଣ୍ଡରେ ଜଳିଗଲା ବସ୍‌ । ରାୟଗଡ଼ା ଜିଲ୍ଲା…

1 hour ago

ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲା : ମୃତ୍ୟୁସଂଖ୍ୟା ୯କୁ ବୃଦ୍ଧି

ପୁରୀ(କେନ୍ୟୁଜ୍‌): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲାରେ ଆଉ ଜଣଙ୍କ ମୃତ୍ୟୁ । ଏଥିସହ ମୃତ୍ୟୁସଂଖ୍ୟା ୯ କୁ ବୃଦ୍ଧି…

1 hour ago

ଟ୍ରେନରେ କେତେବେଳେ ବ୍ୟବହାର କରାଯାଏ ଏମର୍ଜେନ୍ସି ବ୍ରେକ୍?

ଭାରତରେ ଭାରତୀୟ ରେଳ ହେଉଛି ଲୋକଙ୍କ ଲାଇଫ ଲାଇନ । ପ୍ରତିଦିନ ଲକ୍ଷ ଲକ୍ଷ ଯାତ୍ରୀ ଭାରତୀୟ ରେଳପଥ ଦେଇ…

1 hour ago