ରାଜ୍ୟ

କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଗ୍ନିକାଣ୍ଡ, ଅଳ୍ପକେ ବର୍ତ୍ତିଲେ ୪୦ ରୋଗୀ

କେନ୍ଦ୍ରାପଡା : କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଗ୍ନିକାଣ୍ଡ । ଅଳ୍ପକେ ବର୍ତ୍ତିଲେ ୪୦ ରୋଗୀ । ସ୍ତ୍ରୀ ଓ ପ୍ରସୂତି ରୋଗ ବିଭାଗରେ ଅଗ୍ନିକାଣ୍ଡ ଘଟିଥିଲା । ଚିକିତ୍ସାଳୟର ଅଧିକାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ଅଗ୍ନିକାଣ୍ଡ ସମୟରେ ଭୟବିତ ହୋଇ ମାଆମାନେ ଜନ୍ମିତ ଶିଶୁଙ୍କୁ ଧରି ଦୌଡି ବାହାରକୁ ପଳାଇ ଆସିଥିଲେ । ଏଥିରେ କାହାର କିଛି କ୍ଷୟକ୍ଷତି ହୋଇନଥିବା ଜଣାପଡିଛି ।

KNews Bureau

Recent Posts

ପାଣିରେ ଥିବା କୁମ୍ଭୀର ହଠାତ୍‌ ଦେଖାଗଲା ରାସ୍ତାରେ, ଭୟରେ ଥରହର ହେଲେ ଲୋକେ

ଲୋକଙ୍କ ଛାତିରେ ହଠାତ୍‌ ଛନକା ପଶିଗଲା । ଯିଏ ଯୁଆଡେ ସବୁ ଯାଉଥିଲେ ହଠାତ୍‌ କି ଚମକି ପଡିଲେ ଗୋଟେ…

2 mins ago

ଯୁବବର୍ଗ ମୋ ଅସମ୍ମାନର ଉଚିତ ଜବାବ ୧ ତାରିଖରେ ଭୋଟରେ ଦେବେ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବାହାରୁ ନେତାମାନେ ଆସି ମୋତେ ବ୍ୟକ୍ତିଗତ ଭାବେ ଆଟାକ କରୁଛନ୍ତି । କଟୁ କଥା କହୁଛନ୍ତି । ଆପଣ ଭଲଭାବେ…

8 mins ago

ଘରର ଚାଳ ଉପରେ ଦୁମ୍‌ କି ପଡିଲା ହାଇଓ୍ଵା ଟ୍ରକ୍‌, ଭିତରେ ଶୋଇଥିଲେ ସ୍ୱାମୀ ସ୍ତ୍ରୀ

ସାଲେପୁର (କେନ୍ୟୁଜ): ଖାଇ ପିଇ ରାତିରେ ଶୋଇଲେ ସ୍ୱାମୀ ସ୍ତ୍ରୀ । ଘରର କବାଟ କଣ୍ଟା ଦେଇ ଶୋଇବାକୁ ଗଲେ…

13 mins ago

ଟି୨୦ ବିଶ୍ୱକପ : ନ୍ୟୁୟର୍କରେ ଗାର୍ଡେନ ସିଟିରେ ଅଭ୍ୟାସ କରୁଛି ଭାରତୀୟ ଟିମ୍‌

ଟି୨୦ ବିଶ୍ୱକପ ଉପରେ ରହିଛି ସମସ୍ତଙ୍କ ନଜର । ଆଉ ୪ ଦିନ ପରେ ଆରମ୍ଭ ହେବ ଟି୨୦ ବିଶ୍ୱକପ…

24 mins ago

ଜନ୍ମଦିନ ପାଳନ କରି ଫେରିବା ସମୟରେ ଦୁର୍ଘଟଣାଗ୍ରସ୍ତ କାର, ପରିବାରର ୬ ମୃତ

ମଙ୍ଗଳବାର ମଧ୍ୟରାତ୍ରୀରେ ମହାରାଷ୍ଟ୍ରର ସାଙ୍ଗଲିର ତାସଗାଓଁ-ମନେରାଜୁରୀ ରାସ୍ତାରେ ଦୁର୍ଘଟଣାରେ ୬ ଜଣଙ୍କର ମୃତ୍ୟୁ ହୋଇଛି । ଏହା ସହ ଏହି…

44 mins ago

ସ୍ତ୍ରୀକୁ ପିଟିପିଟି ହତ୍ୟା କଲା ସ୍ୱାମୀ, ଭିଣୋଇ ନାଁରେ ଅଭିଯୋଗ ଆଣିଲା ଶଳା

ଗଞ୍ଜାମ : ମୋ ଭଉଣୀର ବର୍ଷେ ତଳେ ହୋଇଥିଲା ବାହାଘର । କେଡ଼େ ଖୁସିରେ ନୂଆ କରି ସଂସାର ଗଢ଼ି…

49 mins ago