ରାଜ୍ୟ

ହୀରାକୁଦରୁ ଛଡ଼ାଗଲା ବର୍ଷର ପ୍ରଥମ ବନ୍ୟା ଜଳ, ୫ଟି ଗେଟ୍‌ ଦେଇ ୨୫ ହଜାର କ୍ୟୁସେକ୍‌ ଜଳ ନିଷ୍କାସିତ

ସମ୍ବଲପୁର(କେନ୍ୟୁଜ୍): ହୀରାକୁଦରୁ ଛଡ଼ାଗଲା ବର୍ଷର ପ୍ରଥମ ବନ୍ୟା ଜଳ । ୫ଟି ଗେଟ୍‌ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ । ପୂଜାର୍ଚ୍ଚନା ପରେ ପ୍ରଥମେ ୭ନଂ ଗେଟ୍‌ ଦେଇ ଛଡ଼ା ଯାଇଥିଲା ବନ୍ୟାଜଳ। ଏହାପରେ ପର୍ଯ୍ୟାୟକ୍ରମେ ଆଉ ୪ଟି ଗେଟ୍‌ ଖୋଲାଯାଇଛି। ବାମ ପାର୍ଶ୍ୱର ୩ଟି ଓ ଡାହାଣ ପାର୍ଶ୍ୱର ୨ଟି ଗେଟ୍‌ ଦେଇ ଜଳ ନିଷ୍କାସିତ ହେଉଛି।

୫ଟି ଗେଟ୍‌ ଜରିଆରେ ୨୫ ହଜାର କ୍ୟୁସେକ୍‌ ଜଳ ନିଷ୍କାସିତ ହେଉଛି । ତଳମୁଣ୍ଡରେ ବିଶେଷ ପ୍ରଭାବ ପଡ଼ିବ ନାହିଁ ବୋଲି କହିଛନ୍ତି ଆରଡିସି ସୁରେଶ ଚନ୍ଦ୍ର ଦଳାଇ । ଯଦି ଉପର ମୁଣ୍ଡରେ ବର୍ଷା ହୁଏ, ତେବେ ଆଉ ଅଧିକ ଗେଟ୍‌ ଖୋଲାଯିବ ।

 

Sasmita

Recent Posts

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

3 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

19 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

24 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

38 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

1 hour ago

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ଦିନ ୧୧ଟାରେ ଭୋଟିଂ

ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…

1 hour ago