ଭୁବନେଶ୍ବରରେ ହେବ ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ

ଓଡ଼ିଆ ଭାଷାକୁ ବିଶ୍ୱସ୍ତର ପ୍ରଚାର ପ୍ରସାର ଓ ସଂରକ୍ଷଣ ପାଇଁ 2024  ଫେବୃଆରି ମାସରେ ତିନି ଦିନ ବ୍ୟାପି ଭୁବନେଶ୍ବର ଠାରେ ଆୟୋଜନ ହେବ ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ.। ଏନେଇ ଆଜି ଐତିହ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ହୋଇଛି।

ଓଡ଼ିଆ ଭାଷାକୁ ବିଶ୍ୱସ୍ତର ପ୍ରଚାର ପ୍ରସାର ଓ ସଂରକ୍ଷଣ ପାଇଁ 2024  ଫେବୃଆରି ମାସରେ ତିନି ଦିନ ବ୍ୟାପି ଭୁବନେଶ୍ବର ଠାରେ ଆୟୋଜନ ହେବ ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ.। ଏନେଇ ଆଜି ଐତିହ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ହୋଇଛି। ଏହି ସମ୍ମିଳନୀ  ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଖ୍ୟାତିସମ୍ପନ୍ନ ଭାଷା ବିଜ୍ଞାନୀ ଓ ଭାଷା ବିଶେଷଜ୍ଞ ମାନଙ୍କୁ ସମ୍ମିଳନୀର ବିଷୟଭିଭିକ ଅଧିବେଶନରେ ବକ୍ତବ୍ୟ ରଖିବା ପାଇଁ ନିମନ୍ତ୍ରଣ କରାଯିବ.। ରାଜ୍ୟର ଛାତ୍ରଛାତ୍ରୀମାନଙ୍କୁ ଏଥିରେ ଅନ୍ତର୍ଭୁକ୍ତ କରାଯିବ.। ଯୁବପିଢିଙ୍କ ମଧ୍ୟରେ ଓଡ଼ିଆ ଭାଷାର ଆଦୃତ ନିମନ୍ତେ ସେମାନଙ୍କ ଉପରେ ସ୍ବତନ୍ତ୍ର ଧ୍ୟାନ ଦିଆଯିବ.।  ଏହି ସମ୍ମିଳନୀ ସମୟରେ ଶିକ୍ଷାନୁଷ୍ଠାନ,ବିଶ୍ବ ବିଦ୍ୟାଳୟମାନେ ନିଜ ନିଜର କାର୍ଯ୍ୟକ୍ରମ ଆୟୋଜନ କରିବେ.।  “ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ'” ଆୟୋଜନ ଦ୍ବାରା ରାଜ୍ୟ, ରାଜ୍ୟ ବାହାରେ ଓ ବିଦେଶରେ ଓଡ଼ିଆ ଭାଷାର ପ୍ରଚାର, ପ୍ରସାର ତଥା ଗବେଷଣା କାର୍ଯ୍ୟ ତ୍ବରାନ୍ବିତ ହେବ…।

ବାଇଟ- ଅଶ୍ୱନୀ କୁମାର ପାତ୍ର,ଭାଷା ସାହିତ୍ୟ ସଂସ୍କୃତି ବିଭଗ ମନ୍ତ୍ରୀ

ବାଇଟ -ପ୍ରଦୀପ କୁମାର ଜେନା, ମୁଖ୍ୟ ଶାସନ ସଚିବ

ବାଇଟ -ସୁଜାତା କାର୍ତ୍ତିକେୟନ, କମିଶନର ତଥା ଶାସନ ସଚିବ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.