Below header

ଆଜି ଉଦ୍‌ଘାଟିତ ହେବ ଜି-୨୦ ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା ପ୍ରଦର୍ଶନୀ, ଭୁବନେଶ୍ୱର ଆଇଏମଏମଟି ପରିସରରେ ହେବ ସମ୍ମିଳନୀ

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ୱର ଆଇଏମଏମଟି ପରିସରରେ ଆୟୋଜିତ ପ୍ରଦର୍ଶନୀକୁ ଉଦଘାଟନ କରିବେ । ପରେ ଭବିଷ୍ୟତର କାର୍ଯ୍ୟଶୈଳୀ ପାଇଁ ଅନୁଷ୍ଠିତ ଏକ ସମ୍ମିଳନୀରେ ଯୋଗଦେବେ । ସମ୍ମିଳନୀର କଥାବସ୍ତୁ ରହିଛି ଭବିଷ୍ୟତ କାର୍ଯ୍ୟଶୈଳୀରେ ଆଧୁନିକ ପ୍ରଯୁକ୍ତିବିଦ୍ୟା ଉପରେ ଗୁରୁତ୍ୱ ।

କେନ୍ୟୁଜ(ବ୍ୟୁରୋ): ଆଜି ଭୁବନେଶ୍ୱରରେ ଉଦ୍‌ଘାଟିତ ହେବ ଜି-୨୦ ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା ପ୍ରଦର୍ଶନୀ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ୱର ଆଇଏମଏମଟି ପରିସରରେ ଆୟୋଜିତ ପ୍ରଦର୍ଶନୀକୁ ଉଦଘାଟନ କରିବେ । ପରେ ଭବିଷ୍ୟତର କାର୍ଯ୍ୟଶୈଳୀ ପାଇଁ ଅନୁଷ୍ଠିତ ଏକ ସମ୍ମିଳନୀରେ ଯୋଗଦେବେ । ସମ୍ମିଳନୀର କଥାବସ୍ତୁ ରହିଛି ଭବିଷ୍ୟତ କାର୍ଯ୍ୟଶୈଳୀରେ ଆଧୁନିକ ପ୍ରଯୁକ୍ତିବିଦ୍ୟା ଉପରେ ଗୁରୁତ୍ୱ ।

ଏଥିରେ ଅତ୍ୟାଧୁନିକ ପ୍ରଯୁକ୍ତିବିଦ୍ୟା, ଏଆଇ, ମେଟାଭର୍ସ, ଅଟୋମେସନ, ମେସିନ ଲର୍ଣ୍ଣି ଇତ୍ୟାଦି ଉପରେ ମଧ୍ୟ ଆଲୋଚନା ହେବ । ଓଡ଼ିଶାରେ କଥାବସ୍ତୁ ଭବିଷ୍ୟତର କାର୍ଯ୍ୟ ରହିଥିବା ବେଳେ ଜିଲ୍ଲାଗୁଡ଼ିକରେ ଉଭା ହେଉଥିବା କୌଶଳ ଆବଶ୍ୟକତା ଓ ନିରନ୍ତର ଦକ୍ଷତା ବିକାଶ, ରି-ସ୍କିଲିଂ ଏବଂ ଅପ-ସ୍କିଲିଂର ଆବଶ୍ୟକତା ଉପରେ ବ୍ୟାପକ ବିଚାରବିମର୍ଷ କରି ସବୁଠି ପହଞ୍ଚାଇବା ପାଇଁ ଯୋଜନା କରିବା ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ସ୍ପଷ୍ଟ କଳ୍ପନା ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.