ରାଜ୍ୟ

ହକି ମହାକୁମ୍ଭ ପାଇଁ ସଜେଇ ହେଉଛି କଟକ : ଜାନୁଆରୀ ୧୧ରେ ବାରବାଟୀରେ ଆୟୋଜିତ ହେବ ଗ୍ରାଣ୍ଡ ଓପନିଂ ସେରିମୋନୀ

ଟକ (କେନ୍ୟୁଜ): ହକି ମହାକୁମ୍ଭ ପାଇଁ ଚଳଚଞ୍ଚଳ କଟକ ସହର । କଟକର ପ୍ରବେଶ ପଥ, ରାସ୍ତାଘାଟ, କାନ୍ଥବାଡ଼ ଏବେ ହକିମୟ । ହକି ବିଶ୍ଵକପ ପାଇଁ ବାରବାଟୀ ଷ୍ଟାଡିୟମରେ ଜାନୁଆରୀ ୧୧ରେ ଆୟୋଜିତ ହେବ ଗ୍ରାଣ୍ଡ ଓପନିଂ ସେରିମୋନୀ । ଏହାକୁ ଦୃଷ୍ଟିରେ ରଖି କଟକ ସହରରେ ଆଗେଇ ଚାଲିଛି ସୌନ୍ଦର୍ଯ୍ୟକରଣ କାମ । ଜନସାଧାରଣ, କ୍ରୀଡ଼ାପ୍ରେମୀ ଏକ ବଡ଼ ଧରଣର ଉଦଘାଟନୀ ଧମାକା ଦେଖିବାକୁ ପାଇବେ ବୋଲି କହିଛନ୍ତି କଟକ ମହାନଗର ନିଗମ କମିଶନର ନିଖିଲ ପବନ କଲ୍ୟାଣ । ସୌନ୍ଦର୍ଯ୍ୟକରଣ କାର୍ଯ୍ୟକୁ ସ୍ଥାୟୀ ଭାବରେ ସାଇତି ରଖିବାକୁ ପ୍ରୟାସ କରାଯାଉଥିବା କହିଛନ୍ତି କମିଶନର ।

Barsha

Recent Posts

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

18 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

37 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

45 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

1 hour ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

2 hours ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

2 hours ago