ରାଜ୍ୟ

ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, ମାରି ପୋଡ଼ି ଦେଇଥିବା ସନ୍ଦେହ

ସୁବର୍ଣ୍ଣପୁର (କେନ୍ୟୁଜ): ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର । ବ୍ରିଜ ତଳେ ଥିବା ମ୍ୟାନ ହୋଲରୁ ଗଳିତ ମୃତଦେହ ଉଦ୍ଧାର ହୋଇଛି । ସୁବର୍ଣ୍ଣପୁର ଜିଲ୍ଲା ତରଭା ଥାନା ଦେଉଳପଦର-ପୁଅ ରାସ୍ତାରେ ଥିବା ସେତୁର ମ୍ୟାନହୋଲ ଭିତରେ ମହିଳାଙ୍କ ମୃତଦେହ ପଡିଥିବା ଦେକିବାକୁ ମିଳିଛି । ସଂପୃକ୍ତ ଅଞ୍ଚଳରୁ ଦୁର୍ଗନ୍ଧ ହେଉଥିବାରୁ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ ।

ପୋଲିସ ଘଟଣାସ୍ଥଳରେ ପହଞ୍ଚି ମ୍ୟାନହୋଲ୍ ଭିତରେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ପଡିଥିବା ଦେଖିବାକୁ ପାଇଥିଲେ । ମୃତ ମହିଳାଙ୍କ ପରଚୟ ମିଳିପାରିନାହିଁ । କିଏ ଓ କଣ ପାଇଁ ତାଙ୍କୁ ହତ୍ୟା କଲା ମେଣ୍ଡା ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।

 

Barsha

Recent Posts

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଦ୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

1 min ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

11 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

45 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

53 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

1 hour ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

1 hour ago