ସହାୟକ ନିର୍ବାହୀ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
ସହାୟକ ନିର୍ବାହୀ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ମୃତକ ଫୁଲବାଣୀ ITDA ସହାୟକ ନିର୍ବାହୀ ଯନ୍ତ୍ରୀ ତୁଷାରେନ୍ଦୁ ନାୟକ।
ଫୁଲବାଣୀ (କେନ୍ୟୁଜ): ସହାୟକ ନିର୍ବାହୀ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ମୃତକ ଫୁଲବାଣୀ ITDA ସହାୟକ ନିର୍ବାହୀ ଯନ୍ତ୍ରୀ ତୁଷାରେନ୍ଦୁ ନାୟକ। ସରକାରୀ ବାସଭବନରୁ ନିର୍ବାହୀ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ସେ ଜୀବନ ହାରିଛନ୍ତି ନା ତାଙ୍କୁ ହତ୍ୟା କରାଯାଇଛି, ସେନେଇ କାରଣ ଅସ୍ପଷ୍ଟ ରହିଛି ।