Below header

ନନ୍ଦନ ବିହାରରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ନନ୍ଦନ ବିହାରର ଏକ ନିର୍ମାଣଧୀନ କୋଠାରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଜୀବନ ହାରିବାର କାରଣ ଅସ୍ପଷ୍ଟ ରହିଛି। ମୃତ ଯୁବକ ଜଣକ ସେହି କୋଠାରେ ଲେବର ଭବେ କାର୍ଯ୍ୟ କରୁଥିଲେ

ଭୁବନେଶ୍ୱର (କେନ୍ୟୁଜ): ନନ୍ଦନ ବିହାରର ଏକ ନିର୍ମାଣଧୀନ କୋଠାରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି। ମୃତ ଯୁବକ ଜଣକ ସେହି କୋଠାରେ ଲେବର ଭବେ କାର୍ଯ୍ୟ କରୁଥିଲେ ବୋଲି କୁହାଯାଉଛି । ସ୍ଥାନୀୟ ଲୋକେ ହତ୍ୟା ସନ୍ଦେହ କରୁଥିବାର କୁହାଯାଉଛି। ଖବର ପାଇ ଘଟଣା ସ୍ଥଳରେ ଇନ୍ଫୋସିଟି ଥାନା ପୋଲିସ ପହଞ୍ଚି ତଦନ୍ତ କରୁଛି । ମୃତଦେହ ଜବତ କରି ଶବ ବ୍ୟବଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଇଛି ପୋଲିସ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.