ଅନୁଗୁଳ (କେନ୍ୟୁଜ): ସ୍କୁଲର ମଧ୍ୟାହ୍ନ ଭୋଜନ ପ୍ରସ୍ତୁତ କଲେ ସ୍କୁଲ ପ୍ରଧାନ ଶିକ୍ଷକ । ଏଭଳି ଭିନ୍ନ ଚିତ୍ର ଦେଖିବାକୁ ମିଳିଛି ଅନୁଗୋଳ ଜିଲ୍ଲା ପଞ୍ଚପଡ଼ା ବାରୁଆଁ ଉଚ୍ଚ ବିଦ୍ୟାଳୟରେ । ଏହି ବିଦ୍ୟାଳୟର ଖୋଦ ପ୍ରଧାନ ଶିକ୍ଷକ ଏବଂ ପିଅନ ମିଶି ରାନ୍ଧୁଛନ୍ତି ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ। ଯେଉଁଠି ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇବା କଥା ସେଠି BEO ଙ୍କ ଚିଠି ଯୋଗୁଁ ବାଧ୍ୟ ହୋଇ ନିଜେ ରାନ୍ଧୁଛନ୍ତି ଶିକ୍ଷକ।
ସେପଟେ ଭୁବନେଶ୍ୱର ଲୋୟର ପିଏମଜିରେ ବିକ୍ଷୋଭ କରୁଛନ୍ତି ପାଚିକା ମହାସଂଘ । ତେଣୁ ପିଲାମାନଙ୍କ ସ୍ବାର୍ଥ ଦୃଷ୍ଟିରୁ ସମସ୍ତ BEO ମାନେ ସମସ୍ତ ସ୍କୁଲକୁ ଚିଠି ମାଧ୍ୟମରେ ଜଣାଇଛନ୍ତି କି କୌଣସି ସ୍ଥିତିରେ ଯେମିତି ମଧ୍ୟାହ୍ନ ଭୋଜନ ବନ୍ଦ ହେବ ନାହିଁ। ତେଣୁ ଅନ୍ୟ ଉପାୟ ନ ପାଇ ବାଧ୍ୟ ହୋଇ ଶିକ୍ଷକ ରାନ୍ଧୁଛନ୍ତି ମଧ୍ୟାହ୍ନ ଭୋଜନ।
କନ୍ଧମାଳ (କେନ୍ୟୁଜ୍): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…
ବାଲେଶ୍ବର (କେନ୍ୟୁଜ୍): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…
କଟକ(କେନ୍ୟୁଜ୍): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…
ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…
ଭୁବନେଶ୍ୱର(କେନ୍ୟୁଜ୍): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…
ବାଲେଶ୍ବର(କେନ୍ୟୁଜ୍): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…