ଘରୋଇ କଳିରୁ ସର୍ବନାଶ, ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ

ଗଜପତି ଜିଲ୍ଲା ମୋହନା ଥାନା ରାଣୀଖମା ଗାଁରେ ଘଟିଛି ଅଭାବନୀୟ ଘଟଣା । ଘରୋଇ କଳିରୁ ଶାବଳରେ ପିଟି ପିଟି ସ୍ତ୍ରୀକୁ ହତ୍ୟା କରିଛି ସ୍ବାମୀ। ମୃତକ ସରୁଗଳା ମଳିକ।

ମୋହନା (କେନ୍ୟୁଜ): ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ। ଗଜପତି ଜିଲ୍ଲା ମୋହନା ଥାନା ରାଣୀଖମା ଗାଁରେ ଘଟିଛି ଏହି ଅଭାବନୀୟ ଘଟଣା । ଘରୋଇ କଳିରୁ ଶାବଳରେ ପିଟି ପିଟି ସ୍ତ୍ରୀକୁ ହତ୍ୟା କରିଛି ସ୍ବାମୀ। ମୃତକ ସରୁଗଳା ମଳିକ।

ଗତକାଲି ରାତିରେ ରାଣୀଖମା ଗାଁର ହାଡୁ ମଳିକ ଓ ସ୍ତ୍ରୀ ସରୁଗଳା ମଳିକଙ୍କ ମଧ୍ୟରେ କୌଣସି କଥାକୁ ନେଇ ବଚସା ହୋଇଥିଲା। ଏଥିରେ ଉତକ୍ଷିପ୍ତ ହୋଇ ସୁରେନ୍ଦ୍ର ସ୍ତ୍ରୀକୁ  ଆକ୍ରମଣ କରିଥିଲା। ଫଳରେ ଘଟଣାସ୍ଥଳରେ ଟଳିପଡିଥିଲେ ସଗୁଗଳା। ଅଭିଯୁକ୍ତ ସ୍ବାମୀକୁ ଅଟକ ରଖି ପୋଲିସ ପଚରାଉଚରା କରୁଛି।

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.