ଉଦଳା (କେନ୍ୟୁଜ): ମୋବାଇଲ ପାଇଲା ନାହିଁ ବୋଲି ସ୍ୱାମୀ ସାଜିଲା ସୈତାନ । ସ୍ତ୍ରୀ କୁ ଛୁରୀରେ ହାଣି ଲହୁଲୁହାଣ କରିବା ସହିତ ପଥରରେ ଛେଚି ହତ୍ୟା କରିବାକୁ ଉଦ୍ୟମ କରିଲା ସ୍ୱାମୀ । ଉଦଳା ଥାନା ଉପରତାଳଡିହା ଗ୍ରାମର ଘଟଣା । ଗୁରୁତର ଅବସ୍ଥାରେ ସ୍ତ୍ରୀ ସୋନାଲି ହାଁସଦା ଉଦଳା ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସ୍ୱାମୀ ରାଜୁ ହାଁସଦାକୁ ଥାନାରେ ଅଟକ ରଖିଛି ପୋଲିସ।
ଭୁବନେଶ୍ୱର(କେନ୍ୟୁଜ୍): ବିଧାନସଭା ଭଙ୍ଗ ପାଇଁ ରାଜ୍ୟପାଳଙ୍କ ନିର୍ଦ୍ଦେଶ । ରାଜ୍ୟପାଳ ରଘୁବର ଦାଶ ୧୬ତମ ଓଡ଼ିଶା ବିଧାନସଭା ଭଙ୍ଗ ପାଇଁ…
ଆଜିର ଖରାପ ଲାଇଫ୍ ଷ୍ଟାଇଲ୍ ଏବଂ ଖାଇବା ଅଭ୍ୟାସ ହେତୁ ଲୋକଙ୍କ ମଧ୍ୟରେ ୟୁରିକ୍ ଏସିଡ୍ ସମସ୍ୟା ଦ୍ରୁତ ଗତିରେ…
ଟି୨୦ ବିଶ୍ୱକପ ଚାଲିଥିବା ବେଳେ ଭାରତର ପ୍ରଥମ ମ୍ୟାଚ୍ ଜୁନ୍ ୫ ତାରିଖରେ ଖେଳାଯିବ । ଏହି ମ୍ୟାଚକୁ ଫ୍ୟାନ୍ସ…
ଯାଜପୁର(କେନ୍ୟୁଜ୍): ଯାଜପୁର ଜିଲ୍ଲା ଧର୍ମଶାଳାରେ ମତଦାନ ପରେ ବ୍ଲକ ଅଫିସରେ ଭଙ୍ଗାରୁଜା ଘଟଣାରେ ୨୦ ଜଣ ଗିରଫ । ୨୦ଜଣଙ୍କୁ…
ଦିଲ୍ଲୀର ଓଖଲା ରେଳ ଷ୍ଟେସନରେ ତାଜ୍ ଏକ୍ସପ୍ରେସରେ ଲାଗିଛି ଭୟାବହ ନିଆଁ । କୁହାଯାଉଛି ଯେ ଯେତେବେଳେ ତାଜ୍ ଏକ୍ସପ୍ରେସ…
ଆଠଗଡ(କେନ୍ୟୁଜ୍) : ଆଠଗଡ଼ ଥାନା ଅନ୍ତର୍ଗତ ଗୋପୀବଲ୍ଲଭ ପୁର ସିଜୁ ମୁଣ୍ଡିଆ ନିକଟରେ ଜଣେ ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର…