Below header

ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ ବଳୟ, ମେ ୧୩ ସୁଦ୍ଧା ନେଇପାରେ ରୂପ

ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଘନୀଭୂତ ହେବ ଲଘୁଚାପବଳୟ। ମେ ୧୩ ବେଳକୁ ଏହା ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଆଣ୍ଡାମାନ ସାଗରରେ ଏହା ସୃଷ୍ଟି ହେବାର ସମ୍ଭାବନା ଅଧିକ ରହିଛି। ଦକ୍ଷିଣ ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ସୁମାତ୍ରା ଉପକୂଳରେ ଥିବା ଘୁର୍ଣ୍ଣିବଳୟ, ଟ୍ରପୋସ୍ପିୟରର ମଧ୍ୟ ଭାଗ ପର୍ଯ୍ୟନ୍ତ ଲମ୍ବିଛି। ଏହି ଘୁର୍ଣ୍ଣିବଳୟ ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ଏହା କ୍ରମଶଃ ଉତ୍ତର ପଶ୍ଚିମ ଦିଗରେ ଗତିକରି ଲଘୁଚାପ ସୃଷ୍ଟି କରିବା ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.