ରାଜ୍ୟ

ଭଭରତପୁର ଟ୍ରାଫିକ ଛକରେ ଟ୍ରାଫିକ ପୋଲିସକୁ ଗୋଡ଼ାଇ ଗୋଡ଼ାଇ ପିଟିଲା ଦୁର୍ବୃତ୍ତ

ଭରତପୁର ଟ୍ରାଫିକ ଛକରେ ଟ୍ରାଫିକ ପୋଲିସକୁ ମାଡ଼ । ଜଣେ ଦୁର୍ବୃତ୍ତ ଟ୍ରାଫିକ ପୋଲିସକୁ ଗୋଡ଼ାଇ ଗୋଡାଇ ମାରିଛି । ଏକ ଦୁର୍ଘଟଣାକୁ କେନ୍ଦ୍ର କରି ପୋଲିସକୁ ମାଡ ମାରିଛି ଦୁବୃତ୍ତ । ଆଜି ଅପରାହ୍ଣ ୪.୩୦ ମିନିଟ ସମୟରେ ଘଟିଛି ଅଘଟଣ । ଏକ ଦୁଘଟଣାକୁ ନେଇ ଟ୍ରାଫିକ ପୋଲିସ ବୁଝାସୁଝା କରୁଥିବା ବେଳେ ଏହି ସମୟରେ ପହଞ୍ଚିଥିଲେ ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିଙ୍କ ସମ୍ପର୍କୀୟ ।

ହଠାତ୍‌ ଟ୍ରାଫିକ ପୋଲିସକୁ ଆକ୍ରମଣ କରିଥିଲେ । ମାଡ ମାରିବା ସହ ଲହୁଲୁହାଣ କରିଥିଲେ ପୋଲିସଙ୍କୁ । ଦେଖାଣାହାରୀ ଏହାର ଭିଡିଓ କରୁଥିବା ଦେଖାଯାଇଥିଲା । ରିପୋର୍ଟ ଲେଖାହେବା ପର୍ଯ୍ୟନ୍ତ କିଛି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ଜଣାଯାଇ ନାହିଁ । ପୋଲିସ ପହଞ୍ଚି ତଦନ୍ତ କରୁଛି ।

Niharanjan

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

31 mins ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

1 hour ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

2 hours ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

2 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

3 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

4 hours ago