ଭୁବନେଶ୍ୱର (କେନ୍ୟୁଜ): ଚଳିତ ବର୍ଷ ବିଳମ୍ବରେ ପହଞ୍ଚିବ ମୌସୁମୀ। କେରଳ ଛୁଇଁବାକୁ ଆହୁରି ୨ ରୁ ୩ ଦିନ ସମୟ ଲାଗିବ। ସ୍ୱାଭାବିକ ଭାବେ ପ୍ରତିବର୍ଷ ଜୁନ୍ ୧ରେ ମୌସୁମୀ କେରଳ ଛୁଇଁଥାଏ। ଚଳିତବର୍ଷ ମୌସୁମୀ ମେ’୨୭ ତାରିଖ ସୁଦ୍ଧା କେରଳ ଛୁଇଁବ ବୋଲି IMD ଆକଳନ କରିଥିଲା। ଏଥର ସ୍ୱାଭାବିକ ରହିବ ମୌସୁମୀ। ଚଳିତ ବର୍ଷ ଓଡ଼ିଶାରେ ଭଲ ବର୍ଷା ହେବ ବୋଲି କହିଛନ୍ତି ସାଇକ୍ଲୋନ୍ ୱାର୍ଣ୍ଣିଂ ସେଣ୍ଟର ନିର୍ଦ୍ଦେଶକ ଆର୍.କେ ଜେନାମଣି।
ଅନ୍ୟପଟେ ପାଖାପାଖି ୬ ଦିନ ଧରି ସ୍ଥିର ହୋଇଯାଇଥିବାରୁ ମୌସୁମୀ ପୁଣି ଆଗେଇବା ଆରମ୍ଭ କରିଛି। ଆସନ୍ତା ୪୮ଘଣ୍ଟା ଭିତରେ ଦକ୍ଷିଣ-ପଶ୍ଚିମ ମୌସୁମୀ ଦକ୍ଷିଣ ଆରବ ସାଗର, ସଂପୂର୍ଣ୍ଣ ମାଲାଦ୍ୱୀପ ଓ ଲକ୍ଷାଦ୍ୱୀପର କିଛି ଅଂଶକୁ ଛୁଇଁବ।
ଭୁବନେଶ୍ୱର: ରାଜ୍ଯରେ ସକ୍ରିୟ ରହିଛି ମୌସୁମୀ ବାୟୁ । ପ୍ରଭାବରେ ରାଜ୍ୟବ୍ୟାପୀ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ।…
ଭୁବନେଶ୍ୱର(କେନ୍ୟୁଜ୍): ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ…
ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…
ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍ରୁ ପ୍ରେମିକା…
କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…
ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…