Below header

ରାଜ୍ୟସଭା ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି, ଫେବ୍ରୁଆରି ୧୫ ଯାଏ ନାମାଙ୍କନ ପତ୍ର ଦାଖଲ

ରାଜ୍ୟସଭା ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି । କିଏ କିଏ ଯିବେ ରାଜ୍ୟସଭା ତାକୁ ନେଇ ରାଜ୍ୟ ରାଜନୀତିରେ ଜୋରଦାର ଚର୍ଚ୍ଚା । ଓଡ଼ିଶାର ୩ଟି ଆସନ ପାଇଁ ହେବ ନିର୍ବାଚନ । ଆସନ୍ତା ୧୫ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ ଧାର୍ଯ୍ୟ କରାଯାଇଛି ।

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟସଭା ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି । କିଏ କିଏ ଯିବେ ରାଜ୍ୟସଭା ତାକୁ ନେଇ ରାଜ୍ୟ ରାଜନୀତିରେ ଜୋରଦାର ଚର୍ଚ୍ଚା । ଓଡ଼ିଶାର ୩ଟି ଆସନ ପାଇଁ ହେବ ନିର୍ବାଚନ । ଆସନ୍ତା ୧୫ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ ଧାର୍ଯ୍ୟ କରାଯାଇଛି ।

ରାଜ୍ୟସଭାରେ ଓଡିଶାରୁ ସାଂସଦ ଅମର ପଟ୍ଟନାୟକ, ପ୍ରଶାନ୍ତ ନନ୍ଦ ଓ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଛି । ସଂଖ୍ୟା ଦୃଷ୍ଟିରୁ ତିନିଟି ଯାକ ଆସନ ବିଜେଡି ହାତେଇ ନେବ । ବିଜ୍ଞପ୍ତି ପରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉପରେ ନଜର ରହିବ । ରାଜ୍ୟସଭା ଆସନ ପାଇଁ କେଉଁମାନଙ୍କ ନାମ ଘୋଷଣା କରୁଛନ୍ତି ତାକୁ ଅପେକ୍ଷା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.