ରାଜ୍ୟ

ମିଳିଲାନି ଆମ୍ବୁଲାନ୍ସ ସେବା, ଆଖି ବୁଜିଲେ ବୃଦ୍ଧ

ମିଳିଲାନି ଆମ୍ବୁଲାନ୍ସ ସେବା, ଅସହଯୋଗ କଲେ ସ୍ୱାସ୍ଥ୍ୟ ମିତ୍ର । ଦୀର୍ଘ ୪ ଘଣ୍ଟା ଅପେକ୍ଷା କରି ଆଖି ବୁଜିଲେ ବୃଦ୍ଧ । କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡରେ ଏଭଳି ଦୁଃଖଦ ଘଟଣା ଘଟିଛି । ବାମ୍ଫିଡି ଗାଁର ବାଜିଆ ପାତ୍ର ଅସୁସ୍ଥ ହୋଇପଡିଥିଲେ । ବାଜିଆଙ୍କୁ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ ପରିବାର । ସେଠାରେ ଡାକ୍ତର ପ୍ରାଥମିକ ଚିକିତ୍ସା କରିବା ପରେ କଟକ ସ୍ଥାନାନ୍ତର କରିଥିଲେ ।

ଫଳରେ ପରିବାର ଲୋକ ଆମ୍ବୁଲାନ୍ସରେ ନେବାକୁ ସ୍ବାସ୍ଥ୍ୟମିତ୍ରଙ୍କ ପାଖକୁ ଯାଇଥିଲେ । ସେଠାରେ ଥିିବା କର୍ମଚାରୀ ଆମ୍ବୁଲାନ୍ସ ଯୋଗାଇଦବା ପରିବର୍ତ୍ତେ ଅନ୍ୟ ଗାଡ଼ିରେ ନେବାକୁ କହିଥିଲେ । ହେଲେ ଅର୍ଥ ଅଭାବରୁ ଗାଡି ଯୋଗାଡ଼ କରିପାରିଲେନି ପରିବାର। ଶେଷରେ ୫ ଘଣ୍ଟା ପରେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି। ଘଟଣାସ୍ଥଳରେ କିଛି ସମୟ ପାଇଁ ଉତ୍ତେଜନା ଦେଖାଦେଇଥିଲା।

Niharanjan

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

5 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

6 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

7 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

8 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

8 hours ago