ପୁଣି ମାର୍ଚ୍ଚ ୫ରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ, ଚଣ୍ଡିଖୋଲରେ ବିଭିନ୍ନ ପ୍ରକଳ୍ପର କରିବେ ଶିଳନ୍ୟାସ

ପୁଣି ଓଡ଼ିଶା ଗସ୍ତରେ ଆସିପାରନ୍ତି ପ୍ରଧାନମନ୍ତ୍ରୀ । ମାର୍ଚ୍ଚ ୫ ତାରିଖ ଅପରାହ୍ନରେ ପ୍ରଧାନମନ୍ତ୍ରୀ ଚଣ୍ଡିଖୋଲ ନିକଟସ୍ଥ ବେଣାପୁର ଠାରେ କେତେକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ । ଚଣ୍ଡିଖୋଲ-ପାରାଦ୍ୱୀପ ୫୩ ନଂ ଜାତୀୟ ରାଜପଥକୁ ୮ଥାକିଆ ସହ ବିଭିନ୍ନ ପ୍ରକଳ୍ପର ଶିଳନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି ।

ଯାଜପୁର (କେନ୍ୟୁଜ): ପୁଣି ଓଡ଼ିଶା ଗସ୍ତରେ ଆସିପାରନ୍ତି ପ୍ରଧାନମନ୍ତ୍ରୀ । ମାର୍ଚ୍ଚ ୫ ତାରିଖ ଅପରାହ୍ନରେ ପ୍ରଧାନମନ୍ତ୍ରୀ ଚଣ୍ଡିଖୋଲ ନିକଟସ୍ଥ ବେଣାପୁର ଠାରେ କେତେକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ । ଚଣ୍ଡିଖୋଲ-ପାରାଦ୍ୱୀପ ୫୩ ନଂ ଜାତୀୟ ରାଜପଥକୁ ୮ଥାକିଆ ସହ ବିଭିନ୍ନ ପ୍ରକଳ୍ପର ଶିଳନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି ।

ଏଥିସହ ପଡ଼ିଆରେ ଅନୁଷ୍ଠିତ ସାଧାରଣ ସଭାରେ ଉଦବୋଧନ ଦେବେ । ଏନେଇ ବେଣାପୁର ପଡ଼ିଆରେ ପ୍ରସ୍ତୁତି ଆରମ୍ଭ ହେଇଛି । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ବିଜେପି ଶିବିରରେ ଉତ୍ସାହ ଦେଖାଦେଇଛି। ଗତକାଲି ଏକ ପ୍ରତିନିଧି ଦଳ ସମାବେଶ ସ୍ଥଳ ବୁଲି ଦେଖିଥିବା ବେଳେ ସନ୍ଧ୍ୟାରେ ଜିଲ୍ଲା ପ୍ରଶାସନିକ ଅଧିକାରୀମାନେ ପ୍ରସ୍ତୁତିର ତଦାରଖ କରିଥିବା ସୂଚନା ମିଳିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.