Below header

ସକାଳୁ ଯୁବକଙ୍କୁ ହାଣିଲେ ଦୁର୍ବୃତ୍ତ, ପୂର୍ବ ଶତ୍ରୁତାକୁ ନେଇ ସନ୍ଦେହ

ପୂର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ। ଘଟଣା ଘଟିଛି କପିଳେଶ୍ଵର ଭୀମକୁଣ୍ଡ ମନ୍ଦିର ଛକରେ। ଯୁବକଙ୍କ ନାଁ ସରୋଜ ତ୍ରିପାଠୀ ।

ଭୁବନେଶ୍ୱର (କେନ୍ୟୁଜ): ପୂର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ । ସକାଳେ ମର୍ଣ୍ଣିଂ ୱାକ କରୁଥିବା ବେଳେ କିଛି ଦୁର୍ବୃତ୍ତ ଏଭଳି ଘଟଣା ଘଟାଇ ଫେରାର ହୋଇଯାଇଛନ୍ତି ବୋଲି ଜଣାପଡିଛି । ଘଟଣା ଘଟିଛି କପିଳେଶ୍ଵର ଭୀମକୁଣ୍ଡ ମନ୍ଦିର ଛକରେ। ଯୁବକଙ୍କ ନାଁ ସରୋଜ ତ୍ରିପାଠୀ । ଯୁବକଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସେପଟେ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରୁଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.