Below header

ବିଚ୍‌ ରାସ୍ତାରେ ମହିଳାଙ୍କୁ ହାଣିଦେଲେ ଦୁର୍ବୃତ୍ତ, କାରଣ ଅସ୍ପଷ୍ଟ

ଉଦଳା (କେନ୍ୟୁଜ): ବିଚ୍‌ ରାସ୍ତାରେ ମହିଳାଙ୍କୁ ହାଣିଲେ ଦୁର୍ବୃତ୍ତ । ଗୁରୁତର ଅବସ୍ଥାରେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ନାମ ପଦ୍ମିନୀ ପ୍ରଧାନ ବୋଲି ଜଣାପଡିଛି । ମୟୁରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ଜୁନପାଳ ଗାଁରେ ଘଟିଛି ଏହି ଘଟଣା ।

ଖବର ଅନୁଯାୟୀ, ମଙ୍ଗଳବାର ଦିନ କୁନପାଳ ଗାଁ ଛକରେ କିଛି ଦୁର୍ବୃତ୍ତମାନେ ଆସି ଜଣେ ମହିଳାଙ୍କୁ ବିଚ୍‌ ରାସ୍ତାରେ ହାଣିଥିଲେ । ଏହାପରେ ମହିଳାଙ୍କୁ ଗୁରୁତର ଅବସ୍ଥାରେ ଉଦଳା ମେଡିକାଲରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ମହିଳାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ ଡାକ୍ତର । ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.