ଜୟପୁରକୁ ଉଡ଼ିବ ଦ୍ବିତୀୟ ବିମାନ, ଆସନ୍ତା ୬ରୁ ଆରମ୍ଭ ହେବ ସେବା

ଜୟପୁର ବାସୀଙ୍କ ପାଇଁ ଖୁସି ଖବର। ଭୁବନେଶ୍ବରରୁ କୋରାପୁଟର ଜୟପୁରକୁ ଉଡ଼ିବ ଦ୍ବିତୀୟ ବିମାନ। ଆସନ୍ତା ୬ ତାରିଖରୁ ଦ୍ବିତୀୟ ବିମାନ ସେବା ଆରମ୍ଭ ହେବ। ସପ୍ତାହକୁ ୨ ଦିନ ସୋମବାର ଓ ଶୁକ୍ରବାର ଉଡ଼ିବ ବିମାନ।

କୋରାପୁଟ (କେନ୍ୟୁଜ): ଜୟପୁର ବାସୀଙ୍କ ପାଇଁ ଖୁସି ଖବର। ଭୁବନେଶ୍ବରରୁ କୋରାପୁଟର ଜୟପୁରକୁ ଉଡ଼ିବ ଦ୍ବିତୀୟ ବିମାନ। ଆସନ୍ତା ୬ ତାରିଖରୁ ଦ୍ବିତୀୟ ବିମାନ ସେବା ଆରମ୍ଭ ହେବ। ସପ୍ତାହକୁ ୨ ଦିନ ସୋମବାର ଓ ଶୁକ୍ରବାର ଉଡ଼ିବ ବିମାନ।

‘ଇଣ୍ଡିଆ ୱାନ୍‌ ଏ’ ସଂସ୍ଥା ବିମାନ ସେବା ଯୋଗାଇବ। ଭୁବନେଶ୍ବରରୁ ସକାଳ ୭ଟା ୧୦ରେ ବାହାରି ଜୟପୁରରେ ୮.୪୫ରେ ପହଞ୍ଚିବ। ଜୟପୁରରୁ ସକାଳ ୯ଟାରେ ବାହାରି ଭୁବନେଶ୍ବରରେ ୧୦ଟା ୩୫ରେ ପହଞ୍ଚିବା ସୂଚନା ଜାରି ହୋଇଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.