ଭୁବନେଶ୍ୱର(କେନ୍ୟୁଜ) : ଫିଲ୍ମ ଷ୍ଟାଇଲରେ ପୋଲିସ୍ ଅପରାଧୀ ମୁହାଁମୁହିଁ । ନିଶା ମାଫିଆଙ୍କୁ ଗୋଡେଇ ଗୋଡେଇ ଧରିଲା ସ୍ପେଶାଲ କ୍ରାଇମ ୟୁନିଟ୍ । ପିତାପଲ୍ଲୀରୁ ପାହାଳ ଯାଏଁ ଚାଲିଲା ପୋଲିସ୍ ମାଫିଆ ଚକାପଞ୍ଝା । ଦାମୀ ଗାଡ଼ିରେ ମାଫିଆ କରୁଥିଲେ ଗଞ୍ଜେଇ ଚୋରା ଚାଲାଣ । ଖବର ପାଇ ସ୍ପେଶାଲ କ୍ରାଇମ ୟୁନିଟ୍ କଲା ଚଢ଼ାଉ । ଗାଡିରୁ ଜବତ ହେଲା ୩ ଶହ କେଜି ଗଞ୍ଜେଇ । ଯାହାର ଆନୁମାନିକ ମୂଲ୍ୟ ପାଖାପାଖି ୩୦ ଲକ୍ଷ ଟଙ୍କା । ୩ ଅଭିଯୁକ୍ତଙ୍କୁ କାବୁ କଲା ସ୍ପେଶାଲ କ୍ରାଇମ ୟୁନିଟ୍ ।
ରାଜଧାନୀ ଦିଲ୍ଲୀର ପ୍ରେମ୍ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…
ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…
ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…
ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…
ପିପିଲି : ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ । ରାଜୁଆ ନଦୀରେ ମରି ପଡିଛନ୍ତି ମଲା ମାଛ ।…
ବିବାହ ସମାରୋହରେ ହେଲା ମହାଭାରତ । ବର ବାହା ହେବ କଣ ଗଣ୍ଡଗୋଳରେ ମାତିଗଲା । ଯିଏ ଯାହାକୁ ପାରିଲା…