Below header

ଦେହରେ ନିଆଁ ଲଗାଇ ଜୀବନ ହାରିଲେ ଛାତ୍ରୀ!

ଦେହରେ ନିଆଁ ଲଗାଇ ଜୀବନ ହାରିଲେ ଛାତ୍ରୀ । ଭଞ୍ଜନଗର କୋଟିନଡା ଥାନା ଅର୍ନ୍ତଗତ ଭେଟନଇ ଗାଁର ଘଟଣା । ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଥିବା ସନ୍ଦେହ କରାଯାଉଛି । ତେବେ ଏଯାଏ କାରଣ ଅସ୍ପଷ୍ଟ ରହିଛି ।

ଭଞ୍ଜନଗର(କେନ୍ୟୁଜ୍): ଦେହରେ ନିଆଁ ଲଗାଇ ଜୀବନ ହାରିଲେ ଛାତ୍ରୀ । ଭଞ୍ଜନଗର କୋଟିନଡା ଥାନା ଅର୍ନ୍ତଗତ ଭେଟନଇ ଗାଁର ଘଟଣା । ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଥିବା ସନ୍ଦେହ କରାଯାଉଛି । ତେବେ ଏଯାଏ କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ କୋଟିନଡା ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.