Below header

ସାରା ରାଜ୍ୟରେ ଅଗ୍ନିବର୍ଷା: ଆଜି ବି ୪୦ ଡିଗ୍ରୀ ସେଲସିୟସ୍‌ ପାର୍, ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର(କେନ୍ଯୁଜ୍): ସାରା ରାଜ୍ୟରେ ଅଗ୍ନିବର୍ଷା। ଡେଉଁଛି ପାରଦ । ବଢୁଛି ତାତି । ରାଜ୍ୟରେ ତାତି ଆଜି ବି ୪୦ ଡିଗ୍ରୀ ସେଲସିୟସ୍‌ ପାର କରିଛି । ୩ଟି ସହର ୪୦ ଉପରେ ରହିଛି। ବଲାଙ୍ଗିରରେ ସର୍ବାଧିକ ୪୦.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଆହୁରି ୨ ଦିନ ଛଟପଟ କରିବ ଅସହ୍ୟ ତାତି।

ଅସହ୍ୟ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପାଣିପାଗ ବିଭାଗ କହିଛି, ଆସନ୍ତା ୧୮ ତାରିଖ ଯାଏ ରାଜ୍ୟର କିଛି ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ପାରଦ ସ୍ୱାଭାବିକ ଠାରୁ ୩ରୁ ୫ ଡିଗ୍ରୀ ଯାଏ ବୃଦ୍ଧି ପାଇବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.