ରାଜ୍ୟ

ସ୍କୁଲ ଭ୍ୟାନ୍ କୁ ଧକ୍କା ଦେଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର୍

କେନ୍ଦୁଝର (କେନ୍ୟୁଜ): କେନ୍ଦୁଝର ଜିଲ୍ଲା ଯୋଡ଼ା ଥାନା ମାଇନିଂ ଅଫିସ୍ ନିକଟରେ ଦୁର୍ଘଟଣା । ବ୍ୟାରିକେଡ଼୍ ଭାଙ୍ଗି ବିପରୀତ ଦିଗରୁ ଆସୁଥିବା ସ୍କୁଲ ଭ୍ୟାନ୍ କୁ ଧକ୍କା ଦେଲା ଟ୍ରକ୍, ସ୍କୁଲ୍ ଭ୍ୟାନ୍ ରେ ଛାତ୍ରଛାତ୍ରୀ ନଥିବା ବେଳେ, ଅଳ୍ପକେ ବର୍ତ୍ତି ଯାଇଛନ୍ତି ଡ୍ରାଇଭର୍ ।

ସୂଚନା ଅନୁଯାୟୀ, ଦ୍ରୁତଗତିରେ ଡମ୍ଫର୍ ଟି ୫୨୦ ନମ୍ବର୍ ଜାତୀୟ ରାଜପଥ କଳାପାହାଡ଼ ରୁ ଭଦ୍ରାସାହି ଅଭିମୁଖେ ଯାଉଥିବା ବେଳେ, ବିପରୀତ ଦିଗରୁ ପିଲାଙ୍କୁ ସ୍କୁଲରେ ଛାଡ଼ି ମାଇନିଂ କାର୍ଯ୍ୟାଳୟ ନିକଟରେ ଠିଆ ହୋଇଥିବା ଭ୍ୟାନ୍ କୁ ବ୍ୟାରିକେଡ଼୍ ଭାଙ୍ଗି ଧକ୍କା ଦେଇଥିଲା ଡମ୍ଫର୍ । ଦୁର୍ଘଟଣାରେ ଅଳ୍ପକେ ବର୍ତ୍ତିଯାଇଛନ୍ତି ସ୍କୁଲ୍ ର ଡ୍ରାଇଭର୍ । ଡମ୍ଫର୍ ଜବତ ସହ, ଡ୍ରାଇଭର୍ ଙ୍କୁ ଅଟକ ରଖି ତଦନ୍ତ କରୁଛି ଯୋଡ଼ା ଥାନା ପୋଲିସ୍ ।

Barsha

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଲୋକଙ୍କ ପାଇଁ କିପରି କଟିବ ଦିନ

ମେଷ: ଲାଭ ବଢ଼ିବ ଏବଂ ଆୟରେ ବୃଦ୍ଧି ଘଟିବ । କୌଣସି ନୂଆ ଆଇଡିଆ ଆପଣଙ୍କୁ ଆଗକୁ ନେବାରେ ସହାୟକ…

4 hours ago

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁ, କ୍ଷତିପୁରଣ ଦାବିରେ କଟକ-ଚାନ୍ଦବାଲି ରାଜ୍ୟ ରାଜପଥ ଅବରୋଧ

ଆଳି : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଦିନ ମଜୁରିଆଙ୍କ ମୃତ୍ୟୁ ଘଟିଛି । କ୍ଷତିପୁରଣ ଦାବିରେ କଟକ-ଚାନ୍ଦବାଲି…

6 hours ago

ବ୍ୟାଟେରୀ ଗାଡିରୁ ସର୍ଟ ସର୍କିଟ ହୋଇ ଫାଟିଲା ଗ୍ୟାସ ଟାଙ୍କି, ଜଳିଗଲା ଘର

ବ୍ୟାଟେରୀ ଗାଡିରୁ ସର୍ଟ ସର୍କିଟ ହୋଇ ଫାଟିଗଲା ଗ୍ୟାସ ଟାଙ୍କି ଜଳିଗଲା ଘର । ବାରିପଦା ସଦର ଥାନା ଅନ୍ତର୍ଗତ…

7 hours ago

ଘୋଷଣା ହେଲା ମନ୍ତ୍ରୀଙ୍କ ବିଭାଗ ବଣ୍ଟନ, ମୁଖ୍ୟମନ୍ତ୍ରୀଙ୍କ ହାତରେ ଗୃହ, ସୂର୍ଯ୍ୟବଂଶୀଙ୍କୁ ଉଚ୍ଚଶିକ୍ଷା

କେନ୍ୟୁଜ (ବ୍ୟୁରୋ) : ଆଜି ମୋହନ ମାଝୀଙ୍କ ସରକାରରେ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି । ମୁଖ୍ୟମନ୍ତ୍ରୀ ନିଜ ପାଖରେ…

8 hours ago

ମୃତ ଝିଅର ନ୍ୟାୟ ପାଇଁ ଥାନା ବାରଣ୍ଡାରେ ନେହୁରା ହେଉଛି ମା

ସୋର: ଥାନା ସମ୍ମୁଖରେ ହୋହାଲ୍ଲା ପାଟିତୁଣ୍ଡ । କମ୍ପୁଛି ସ୍‌ଥାନୀୟ ଅଞ୍ଚଳ । ଆପଣ ଭାବୁଥିବେ ଥାନା ସମ୍ମୁଖରେ ଏତେ…

9 hours ago

ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ

ପୁରୀ : ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ । ଆହତ ଜେଟିପି ହେଉଛନ୍ତି ଲଷ୍ମୀଧର ଉପାଧ୍ୟାୟ…

9 hours ago