ରାଜ୍ୟ

ରାସ୍ତାରେ ଛିଡା ହୋଇଥିବା ଟ୍ରକ ପଛରେ ପିଟିହେଲା ଆଉ ଏକ ଟ୍ରକ, ଡ୍ରାଇଭର ମୃତ

ବାସୁଦେବପୁର (କେନ୍ୟୁଜ): ଭଦ୍ରକ ଜିଲ୍ଲା ବାସୁଦେବପୁର ଧାମରା ରାସ୍ତାର ବାଲିମୁଣ୍ଡା ପଂଚାୟତ ନନ୍ଦପାଟଣା ଛକ ନିକଟରେ ସଡକ ଦୁର୍ଘଟଣା। ଟ୍ରକ ପଛ ପଟକୁ ଆଉ ଏକ ଟ୍ରକ ଧକ୍କା ହେବା ଫଳରେ ଜଣେ ଡ୍ରାଇଭରଙ୍କର ମୃତ୍ୟୁ ହୋଇଛି । ମୃତ ଡ୍ରାଇଭର ହେଲେ ଠାକୁରମୁଣ୍ଡା ଥାନା ଅନ୍ତର୍ଗତ କେନ୍ଦୁଜୁଆଣି ଗ୍ରାମର ସୁରେନ ମାହନ୍ତ ବୋଲି ଜଣାପଡିଛି ।

ସୂଚନା ଅନୁଯାୟୀ ଧାମରା ଅଂଚଳକୁ ଲୁହା ପଥର ନେଇ ଆସିଥିବା ଏକ ଟ୍ରକ ବାଲିମୁଣ୍ଡା ନନ୍ଦପାଟଣା ଛକ ନିକଟରେ ରାସ୍ତା ପାର୍ଶ୍ୱରେ ଛିଡା କରି ବିଶ୍ରାମ ନେଇଥିଲା । ସମଦିଗରୁ ଆଉ ଏକ ଟ୍ରକ କୌଣସି କାରଣରୁ ଭାରସାମ୍ୟ ହରାଇ ଉକ୍ତ ଛିଡା ହୋଇଥିବା ଟ୍ରକ ପଛ ପାଖକୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ହେଲପର ସ୍ଥାନରେ ବିଶ୍ରାମ ନେଇଥିବା ଗାଡି ଡ୍ରାଇଭର ଭିତରେ ଚାପି ହୋଇ ମୃତ୍ୟୁ ହୋଇଯାଇଥିବା ବେଳେ ଗାଡି ଚଳାଉଥିବା ହେଲପର ଅଳ୍ପକେ ବର୍ତ୍ତିଯାଇଥିଲା ।

Barsha

Recent Posts

ଚୂଡ଼ାନ୍ତ ପର୍ଯ୍ୟାୟରେ ଦେଶର ୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ହେଉଛି ମତଦାନ

କେନ୍ୟୁଜ୍‌: ସପ୍ତମ ତଥା ଚୂଡ଼ାନ୍ତ ପର୍ଯ୍ୟାୟରେ ଦେଶର ୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ହେଉଛି ମତଦାନ । ୫୭ଟି…

23 mins ago

ମୟୂରଭଞ୍ଜ ଜିଲ୍ଲାର ୮ଟି ବିଧାନସଭା କ୍ଷେତ୍ରରେ ହେଉଛି ଭୋଟଗ୍ରହଣ

ମୟୂରଭଞ୍ଜ(କେନ୍ୟୁଜ୍‌): ମୟୂରଭଞ୍ଜ ଜିଲ୍ଲାର ୮ଟି ବିଧାନସଭା କ୍ଷେତ୍ରରେ ହେଉଛି ଭୋଟଗ୍ରହଣ । ସେଥିରେ ରହିଛି ମୟୂରଭଞ୍ଜ ଲୋକସଭା କ୍ଷେତ୍ର ଅଧୀନ, ଯଶୀପୁର,…

36 mins ago

ଆସନ୍ତୁ ଜାଣିବା ଆଜି କେଉଁ ସହରରେ କେତେ ରହିଛି ଡିଜେଲ ଓ ପେଟ୍ରୋଲ୍ ମୂଲ୍ୟ

ଆସନ୍ତୁ ଜାଣିବା ଆଜି କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ? ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୦ ଟଙ୍କା…

54 mins ago

ଜାଣନ୍ତୁ ଆଜିର ସୁନା ଓ ରୁପା ଦର

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା…

1 hour ago

ଆଉ ନାହାନ୍ତି ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର

କେନ୍ଦୁଝର (କେନ୍ୟୁଜ): ଆଉ ନାହାନ୍ତି ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର । କାଠି କଣ୍ଢେଇ ନୃତ୍ୟ ସଂସ୍କୃତିକୁ ବଞ୍ଚେଇ ରଖିଥିବା…

1 hour ago

ଭୋଟ ଦେଉଛି ଯାଜପୁର,ବାଲେଶ୍ୱର,ଜଗତସିଂପୁର,ଭଦ୍ରକ: ବୁଥ୍ ସମ୍ମୁଖରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଯାଜପୁର/ବାଲେଶ୍ୱର/ଜଗତସିଂପୁର/ଭଦ୍ରକ(କେନ୍ୟୁଜ୍‌): ଯାଜପୁର ଜିଲ୍ଲାର ଲୋକସଭା କ୍ଷେତ୍ର ସହ ୭ଟି ଯାକ ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ। ମୋଟ ୧୫…

1 hour ago