ରାଜ୍ୟ

ନିରାଡ଼ମ୍ବର ପରିବେଶରେ ଆଡମ୍ବର ସହକାରେ ସମ୍ପନ୍ନ ହୋଇଛି ପ୍ରଭୁ ଲିଙ୍ଗରାଜଙ୍କ ବିବାହ ଉତ୍ସବ

ଭୁବନେଶ୍ବର: ନିରାଡ଼ମ୍ବର ସହକାରେ ସମ୍ପନ୍ନ ହୋଇଛି ପ୍ରଭୁ ଲିଙ୍ଗରାଜଙ୍କ ବିବାହ ଉତ୍ସବ । ବିବାହ ଉତ୍ସବରେ ଦେଖିବାକୁ ମିଳିଥିଲା ଅଳ୍ପ ବରଯାତ୍ରୀଙ୍କୁ । ଖାଲି ଘଣ୍ଟ,କାହାଳୀ ଓ ଶଙ୍ଖ ବାଜୁଥିଲା। ଯାହା ଏକ ଭକ୍ତିମୟ ପରିବେଶ ସୃଷ୍ଟି କରିଥିଲା। ଭକ୍ତିଭାବରେ କନ୍ୟାଘର ପକ୍ଷରୁ ବରଯାତ୍ରୀଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଥିଲା।

ବିଧି ଅନୁସାରେ ବାଟ ବରଣ ହେଲା ଓ ଅନ୍ଯ ରୀତିନୀତି ହେବାପରେ ଶେଷରେ ଦେବ ଦମ୍ପତିଙ୍କ ହାତଗଣ୍ଠି ପଡ଼ିଥିଲା । ଏବେ ମହାପ୍ରଭୁ ଶ୍ରୀଲିଙ୍ଗରାଜ ଓ ପାର୍ବତୀଙ୍କ ବିବାହ ସମ୍ପନ୍ନ ହୋଇଯାଇଛି। କରୋନା କଟକଣା ପାଇଁ ଏହି ପ୍ରସିଦ୍ଧ ବିବାହ କାର୍ଯ୍ୟକ୍ରମ ବିଳମ୍ବିତ ରାତି ପାଖାପାଖି  ୧୧.୪୫ ପରେ ଆରମ୍ଭ ହୋଇଥିଲା । ବଡ଼ି ଭୋରରୁ ହାତଗଣ୍ଠି ପଡୀ ବିବାହ  ସମ୍ପନ୍ନ ହୋଇଥିଲା ।

Sonalisa

Recent Posts

ଆଜିର ରାଶିଫଳ: କାର୍ଯ୍ୟକ୍ଷେତ୍ରରେ ଅଗ୍ରଗତି ହେବ, ବ୍ୟବସାୟ ବିସ୍ତାର ହେବ

ମେଷ: ଆସନ୍ତାକାଲି ଏକ ଭଲ ଦିନ ହେବ । ସ୍ୱାସ୍ଥ୍ୟ ଭଲ ରହିବ । କୌଣସି ଶାରୀରିକ ଯନ୍ତ୍ରଣା ହେବ…

5 hours ago

ତୁଳସୀ ପାହାଡରେ ବିଏସଏଫ ଜବାନଙ୍କୁ ବଡ଼ ସଫଳତା, ମାଓ ଡ଼ମ୍ପିଙ୍ଗ ଠାବ

ମାଲକାନଗିରି : ମାଲକାନଗିରି ଜିଲ୍ଲା ତୁଳସୀ ପାହାଡରେ BSF ଜବାନଙ୍କୁ ମିଳିଛି ବଡ଼ ସଫଳତା । ସୁରକ୍ଷାକର୍ମୀଙ୍କ କୁମ୍ବିଙ୍ଗ ଅପରେସନ…

6 hours ago

ପୋଖରୀରେ ବୁଡି ବୃଦ୍ଧ ମୃତ, ଗାଧୋଉଥିବା ସମୟରେ ପାଣିରେ ବୁଡି ଗଲେ

ଆନନ୍ଦପୁର : ପୋଖରୀରେ ବୁଡି ବୃଦ୍ଧ ମୃତ । ରାମଚନ୍ଦ୍ରପୁର ଥାନା ନର୍ଦା ଗାଁରେ ଦେଖିବାକୁ ମିଳିଛି ଏଭଳି ଅଘଟଣ…

6 hours ago

ଅଧା ବଗି ଛାଡ଼ି ଦୁଇ କିଲୋମିଟର ଚାଲିଗଲା ମାଲଗାଡ଼ି

ଜଳେଶ୍ୱର : ଅଧା ବଗି ଛାଡ଼ି ଦୁଇ କିଲୋମିଟର ଚାଲିଗଲା ମାଲଗାଡ଼ି । ଦକ୍ଷିଣ-ପୂର୍ବ ରେଳ ପଥର ବାଲେଶ୍ବର ଜିଲ୍ଲା…

7 hours ago

ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଟିମ ବିଜେପି ଭେଟିଲେ ରାଜ୍ୟପାଳଙ୍କୁ, ସରକାର ଗଠନ ଦାବି କଲେ

କେନ୍ୟୁଜ (ବ୍ୟୁରୋ) : ଓଡ଼ିଶାରେ ସରକାର ଗଠନ କରିବାକୁ ବିଜେପି ରାଜ୍ୟପାଳଙ୍କ ନିକଟରେ ଦାବି କରିଛି । ଆଜି ରାଜ୍ୟ…

8 hours ago

ଗରମ ସହି ନପାରି ପୋଖରୀକୁ ଗାଧୋଇବାକୁ ଯାଇଥିଲେ, ଚାଲିଗଲା ବୃଦ୍ଧଙ୍କ ଜୀବନ

ଆନନ୍ଦପୁର(କେନ୍ୟୁଜ୍‌): ଅସହ୍ୟ କଲା ଗରମ ଗୁଳୁଗୁଳି । ପୋଖରୀକୁ ଗାଧୋଇବାକୁ ଯାଇଥିଲେ ବୃଦ୍ଧ । ଗୋଡ଼ ଖସିଗଲା ପାଣିରେ ବୁଡି…

8 hours ago