ରାଜ୍ୟ

ଘରେ ଝଗଡ଼ା ହେବାରୁ ଡେଇଁ ପଡିଥିଲେ… ମହାନଦୀର ପ୍ରଖର ସୁଅରୁ ଜୀବିତ ଉଦ୍ଧାର ହେଲେ ମହିଳା

ପାରାଦୀପ (କେନ୍ୟୁଜ): ମହାନଦୀର ପ୍ରଖର ସୁଅରୁ ଜୀବିତ ଉଦ୍ଧାର ହେଲେ ମହିଳା । ପାରିବାରିକ କଳହରୁ ଆତ୍ମହତ୍ୟା କରିବା ପାଇଁ ମହାନଦୀକୁ ଡେଇଁ ପଡିଥିଲେ ମହିଳା । ଜଗତସିଂହପୁର ଜିଲ୍ଲା ଭୁତୁମୁଣ୍ଡାଇ ପୋଲରୁ ଡେଇଁ ପଡ଼ି ଆତ୍ମହତ୍ୟା ଉଦ୍ୟମ କରିଥିଲେ ମହିଳା । ଆଉ ପ୍ରଖର ସୁଅରେ ଭାସି ଯାଇଥିଲେ ପ୍ରାୟ ୫ କିଲୋମିଟର ଦୂର । ନେହେରୁ ବଙ୍ଗଳା ମହାନଦୀ ମୁହାଣ ପର୍ଯ୍ୟନ୍ତ ଭାସିଯାଇଥିଲେ । ସେଠାରୁ ତାଂକୁ ସୁରକ୍ଷିତ ଭାବେ ଉଦ୍ଧାର କରିଛନ୍ତି ଗ୍ରାମବାସୀ । ମହିଳା ଜଣକ ଭୁତୁମୁଣ୍ଡାଇ ଅଞ୍ଚଳର ହୋଇଥିବା ଜଣାପଡିଛି ।

Barsha

Recent Posts

ଟି୨୦ ବିଶ୍ୱକପ ୨୦୨୪ : ପିଚ୍‌ ଏବଂ କୋହଲି, ଜାଡେଜାଙ୍କ ଫର୍ମକୁ ନେଇ ଚିନ୍ତାରେ ରୋହିତ

ଭାରତୀୟ ଟିମ୍‌ ଟି୨୦ ବିଶ୍ୱକପ ୨୦୨୪ ସୁପର-୮ ମ୍ୟାଚ ଖେଳିବାକୁ ୱେଷ୍ଟଇଣ୍ଡିଜରେ ପହଞ୍ଚିସାରିଛି । ଟିମ୍‌ ବ୍ରିଜଟାଉନରେ କଠିନ ଅଭ୍ୟାସ…

1 min ago

ଓଜନ କମ୍‌ କରିବାକୁ ଚାହୁଁଛନ୍ତି କି ? ଡାଏଟ୍‌ ଓ ଏକ୍ସରସାଇଜ୍‌ରେ କରନ୍ତୁ ଏପରି ପରିବର୍ତ୍ତନ

ଆଜିକାଲି ଲୋକମାନେ ବଢୁଥିବା ଓଜନକୁ ନେଇ ଚିନ୍ତିତ ରହୁଛନ୍ତି । ଯଦି ଆପଣ ମଧ୍ୟ ଏକ୍ସରସାଇଜ୍‌ କରିବା ପରେ ମଧ୍ୟ…

8 mins ago

ଡ୍ରେନରେ ଭାସିଯାଇଥିବା ନାବାଳକ ଉଦ୍ଧାର, ମେଡିକାଲରେ ଭର୍ତ୍ତି

କେନ୍ୟୁଜ (ବ୍ୟୁରୋ) : ଭୁବନେଶ୍ୱର ଡ୍ରେନରେ ଭାସିଯାଇଥିବା ନାବାଳକ ଉଦ୍ଧାର । ଆଜି ୟୁନିଟ ୩ ମସଜିଦ କଲୋନୀ ନିକଟରେ…

10 mins ago

ଶୁଣିବା ଶକ୍ତି ହରାଇଲେ ପ୍ରସିଦ୍ଧ ବଲିଉଡ୍ ଗାୟିକା ଅଲକା ୟାଗନିକ୍, ପୋଷ୍ଟରେ କହିଲେ…

ଅଲକା ୟାଗନିକ୍ ଜଣେ ପ୍ରସିଦ୍ଧ ବଲିଉଡ୍ ଗାୟିକା । ସଙ୍ଗୀତ ଦୁନିଆରେ ତାଙ୍କୁ କିଏ ବା ନ ଜାଣେ ।…

46 mins ago

ସିକ୍କିମ୍‌ରେ ବର୍ଷା ଓ ଭୂସ୍ଖଳନ ଯୋଗୁ ସ୍ଥିତି ସାଂଘାତିକ, ୨,୦୦୦ ପର୍ଯ୍ୟଟକଙ୍କୁ ଏୟାରଲିଫ୍ଟ କରିବାକୁ ଚାଲିଛି ପ୍ରସ୍ତୁତି

ସିକ୍କିମ୍‌ରେ ବର୍ତ୍ତମାନ ସ୍ଥିତି ସାଂଘାତିକ । ଏଠାରେ କ୍ରମାଗତ ବର୍ଷା ଏବଂ ଭୂସ୍ଖଳନ ଯୋଗୁ ପରିସ୍ଥିତି ଜଟିଳ ହୋଇପଡ଼ିଛି ।…

57 mins ago

ଜୀବନର ଶେଷ ରିଲ୍‌…୩୦୦ ଫୁଟ୍‌ ଗଭୀର ଖାଇକୁ ଖସିଲା କାର୍‌, ଯୁବତୀ ମୃତ

ସୋସିଆଲ ମିଡିଆରେ ରିଲ୍ସ କରିବାକୁ ନେଇ ଲୋକଙ୍କ ମଧ୍ୟରେ ଏତେ ଉତ୍ସାହ ରହୁଛି ଯେ ନିୟମ ସୁଦ୍ଧା ମାନିବାକୁ ସେମାନେ ପ୍ରସ୍ତୁତ…

1 hour ago