ରାଜ୍ୟ

ମହାନଦୀକୁ ଡେଇଁଲେ ଯୁବକ, ସୁରକ୍ଷିତ ଉଦ୍ଧାର କଲେ ଅଗ୍ନିଶମବାହିନୀ

ବାଙ୍କୀ (କେନ୍ୟୁଜ): ମହାନଦୀକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ। ସୁରକ୍ଷିତ ଉଦ୍ଧାର କଲେ ଅଗ୍ନିଶମବାହିନୀ । କଟକ ଜିଲ୍ଲା ବାଙ୍କୀ ସୁବର୍ଣ୍ଣପୁର ଜାତମୁଣ୍ଡିଆ ବ୍ରିଜ ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ଯୁବକଙ୍କୁ ଦେଖି ଡମପଡା ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ ସ୍ଥାନୀୟ ଲୋକ । ପରେ ଅଗ୍ନିଶମବାହିନୀ ଓ ସୁବର୍ଣ୍ଣପୁର ଫାଣ୍ଡି ପୋଲିସ ପହଂଚି ଯୁବକଙ୍କୁ ଉଦ୍ଧାର କରିଥିଲେ ।

ଯୁବକ ଜଣକ ଭୁବନେଶ୍ବରରୁ ବାଇକରେ ଆସି ବ୍ରିଜ୍ ଉପରେ ଗାଡି ରଖିଥିଲେ । ପରେ ମହାନଦୀକୁ ଡେଇଁ ପଡିଥିଲେ । ସୂଚନାନୁଯାୟୀ, ଯୁବକଙ୍କର ସାଙ୍ଗମାନଙ୍କ ସହ ଝଗଡ଼ା ହୋଇଥିଲା। ପରିବାର ଲୋକଙ୍କ ମାଡ ଭୟରେ ନଦୀକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଥିଲେ ଯୁବକ ।

 

Barsha

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

5 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

7 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

8 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

8 hours ago