ସମ୍ବଲପୁର (କେନ୍ୟୁଜ): କ୍ଷେତରାଜପୂର ଠାରେ ଥିବା ଓଭର ବ୍ରିଜରେ ସଡ଼କ ଦୁର୍ଘଟଣା। ଦୁର୍ଘଟଣାରେ ଜଣେ ବାଇକ ଆରୋହୀ ଓଭର ବ୍ରିଜ ର ବାଡ଼କୁ ଧକ୍କା ଦେଇ ତଳକୁ ଖସି ପଡ଼ିଥିଲେ । ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ଯୁବକଙ୍କୁ ସଦର ମେଡିକାଲକୁ ନେଇଥିଲେ। ହେଲେ ଅବସ୍ଥା ଗୁରୁତର ହେବାରୁ ଯୁବକଙ୍କୁ ତୁରନ୍ତ ବୁର୍ଲା ମେଡିକାଲ ସ୍ଥାନାନ୍ତର କରାଯାଇଛି।
ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…
ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…
ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…
ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…
କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…
ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…