Below header

ଟ୍ରେନ ଆଗକୁ ଡେଇଁ ଜୀବନ ହାରିଲେ ଯୁବକ, ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର

ଟ୍ରେନ ଆଗକୁ ଡେଇଁ ଜୀବନ ହାରିଲେ । ଭୁବନେଶ୍ବର ପଟିଆ ଷ୍ଟେସନ ନିକଟରୁ ମିଳିଲା ଯୁବକଙ୍କ ଖଣ୍ଡବିଖଣ୍ଡିତ ମୃତଦେହ । ତାଙ୍କ ପରିଚୟ ଅସ୍ପଷ୍ଟ ରହିଛି ।

ଭୁବନେଶ୍ବର (କେନ୍ୟୁଜ): ଟ୍ରେନ ଆଗକୁ ଡେଇଁ ଜୀବନ ହାରିଲେ । ଭୁବନେଶ୍ବର ପଟିଆ ଷ୍ଟେସନ ନିକଟରୁ ମିଳିଲା ଯୁବକଙ୍କ ଖଣ୍ଡବିଖଣ୍ଡିତ ମୃତଦେହ । ତାଙ୍କ ପରିଚୟ ଅସ୍ପଷ୍ଟ ଥିବାବେଳେ ସେ ଜିନ୍ସ ପ୍ଯାଣ୍ଟ ଓ କଳା ରଙ୍ଗର ଟି-ସାର୍ଟ ପିନ୍ଧିଥିଲେ । ଯୁବକ ଜଣକ ଟ୍ରେନ୍ ଲାଇନ କଡ଼ରେ ଛିଡ଼ା ହୋଇଥିବାବେଳେ ହଠାତ ଟ୍ରେନ ଆଗକୁ ଡେଇଁ ପଡ଼ିଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.