ରାଜ୍ୟ

ଭତ୍ତା ଟଙ୍କା ଧରି ଦୌଡିଲେ ଯୁବକ, ଥାନାରେ ଏତଲା ପରେ ତଦନ୍ତ ଜାରି

ଆନନ୍ଦପୁର : ଆନନ୍ଦପୁର ଉପଖଣ୍ଡ ଘସିପୁରା ବ୍ଲକ ଶାଳଦେଇ ଗ୍ରାମପଞ୍ଚାୟତରେ ଚାଲିଥିଲା ଭତ୍ତା ବଣ୍ଟନ। ପଞ୍ଚାୟତ ଜିଆରଏସ ଅଶୋକ ସାହୁ ୨ ଲକ୍ଷ ୪ ହଜାର୬ ଶହ ଟଙ୍କା ଉଠାଇ ୯୭ ଜଣକୁ ଭତ୍ତା ବଣ୍ଟନ କରିସାରିଥିବା ବେଳେ ଅଚାନକ ଗାଁର ନୀଳମଣି ଦଳେଇ ନିଶାଶକ୍ତ ଭାବେ ପହଞ୍ଚି ବ୍ୟାଗରେ ଥିବା ୧ଲକ୍ଷ ୩ ହଜାର ୪ ଶହ ଟଙ୍କା ଧରି ଚମ୍ପଟ ମାରିଥିଲା।

ଏନେଇ ତନାଘନା ଚାଲିବା ପରେ ନୀଳମଣିଙ୍କ ବାପା ଅନାମ ପଞ୍ଚାୟତକୁ ଆସି ସମ୍ପୃକ୍ତ ଜିଆରଏସଙ୍କୁ ଗାଳି ଗୁଲଜ କରିଥିବା ସହିତ ଧମକ ଦେଇଥିବା ଅଭିଯୋଗ ହୋଇଛି। ଘଟଣାକୁ ନେଇ ରାମଚନ୍ଦ୍ରପୁର ଥାନାରେ ଲିଖିତ ଅଭିଯୋଗ ପରେ ପୋଲିସ ନୀଳମଣିର ବାପା ଅନାମକୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି।

Niharanjan

Recent Posts

ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ, ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ  । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା  । ଅସହ୍ୟ…

6 seconds ago

ଅମରନାଥ ଯାତ୍ରା ପାଇଁ ହେଲିକପ୍ଟର ସେବା ଲାଗି ବୁକିଂ ଆରମ୍ଭ

ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…

6 mins ago

ଇରାନ୍‌: ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ, ଦେଖୁ ଦେଖୁ ଜଳିଗଲେ ୯ ଜଣ ରୋଗୀ; ତଦନ୍ତ ପାଇଁ ନିର୍ଦ୍ଦେଶ

ଇରାନ୍‌ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…

21 mins ago

କେତେ ବର୍ଷ ପର୍ଯ୍ୟନ୍ତ ବ୍ୟବହାର କରିବା ଉଚିତ Windows ଏବଂ Split AC ? ଜାଣନ୍ତୁ ଏହାର ୱାରେଣ୍ଟି ଡେଟ୍‌

Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…

57 mins ago

ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ, ଆଜି ଓ ଆସନ୍ତାକାଲି ଶପଥ ନେବେ

ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…

58 mins ago

ବିହାର: ଉଦ୍‌ଘାଟନ ପୂର୍ବରୁ ଭୁଶୁଡ଼ିଲା ନବନିର୍ମିତ ବ୍ରିଜ୍‌, ୧୨ କୋଟି ଟଙ୍କା ବ୍ୟୟରେ ହୋଇଥିଲା ତିଆରି

ଉଦ୍‌ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ବ୍ରିଜ୍‌ । ବିହାରର ଅରାରିଆର ସିକଟିରେ ବକରା ନଦୀରେ ନିର୍ମିତ ବ୍ରିଜ୍‌ ମଙ୍ଗଳବାର ଭୁଶୁଡ଼ି…

1 hour ago