ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କଲେ ଦୁର୍ବୃତ୍ତ, ଲୁଟି ନେଲେ ୯୦ ହଜାର ଟଙ୍କା

କେନ୍ଦୁଝର ଟାଉନ ଥାନା ପୁରୁଣା ବଜାର ଫିସରି ଅଫିସ୍ ନିକଟରେ ଯୁବକଙ୍କୁ ଆକ୍ରମଣ କରିଛନ୍ତି ଦୁର୍ବୃତ୍ତ । ଯୁବକଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି । ଆକ୍ରମଣ ପରେ ୯୦ ହଜାର ଟଙ୍କା ସହ ଏକ ମୋବାଇଲ ଲୁଟିନେଇଛନ୍ତି ଦୁର୍ବୃତ୍ତ ।

କେନ୍ଦୁଝର (କେନ୍ୟୁଜ): ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । କେନ୍ଦୁଝର ଟାଉନ ଥାନା ପୁରୁଣା ବଜାର ଫିସରି ଅଫିସ୍ ନିକଟରେ ଯୁବକଙ୍କୁ ଆକ୍ରମଣ କରିଛନ୍ତି ଦୁର୍ବୃତ୍ତ । ଯୁବକଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି । ଆକ୍ରମଣ ପରେ ୯୦ ହଜାର ଟଙ୍କା ସହ ଏକ ମୋବାଇଲ ଲୁଟିନେଇଛନ୍ତି ଦୁର୍ବୃତ୍ତ । ଗୁରୁତର ଯୁବକ ହେଲେ ଭଟସାହିର ମହମ୍ମଦ ଲତିଫ୍ କୁରେସି ।

ଏନେଇ ଥାନାରେ ଅଭିଯୋଗ କରିଛନ୍ତି ଯୁବକଙ୍କ ମାଆ । ପୂର୍ବରୁ ମହମ୍ମଦ ଲତିଫଙ୍କୁ ଯୁବକମାନେ ମାରପିଟ୍ କରିଥିବା ଅଭିଯୋଗ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.